ଭଦ୍ରକ ଜିଲା ଚିଠି: ସ୍ମାର୍ଟସିଟି ଭେଳିକି

ସହର ହେବ ସ୍ମାର୍ଟସିଟି। ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଏହି ସୂଚନା ଦିଆଯିବା ପରେ ସହରବାସୀ ଏହାକୁ ସ୍ବାଗତ କରିଥିଲେ। ୪ ମାସ ତଳେ ପ୍ରାଥମିକ ପଦକ୍ଷେପ…

ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମବାଣୀ: ୩ ଦିନ ମଧ୍ୟରେ କ୍ୱାର୍ଟର୍ସ ଛାଡ଼

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଗତ ନିର୍ବାଚନରେ ହାରିବା ସତ୍ତ୍ୱେ ଅନେକ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଛାଡୁ ନାହାନ୍ତି। ବାରମ୍ବାର ନୋଟିସ ଦେବା ପରେ ମଧ୍ୟ କୌଣସି ଫରକ ପଡୁନାହିଁ।…

ମହାରାଷ୍ଟ୍ର, ହରିୟାଣାରେ ଭାଜପାର ବିଜୟ ନେଇ ଜନମତ ସର୍ଭେ: ପ୍ରଚାରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୦ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ସୋମବାର ଭୋଟଗ୍ରହଣ ହେବାକୁ ଯାଉଥିଲାବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର…

ସୁପ୍ରିମ୍‌କୋର୍ଟ ବିଚାରପତିଙ୍କୁ ଶ୍ରୀମନ୍ଦିରରେ ଦୁର୍ବ୍ୟବହାର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ ପାଇଁ ସେବାୟତ, କର୍ମଚାରୀ, ଜେଟିପି(ଜଗନ୍ନାଥ ଟେମ୍ପୁଲ ପୋଲିସ)ଙ୍କୁ ବାରମ୍ବାର ଶୃଙ୍ଖଳାର ଜ୍ଞାନ ପଢ଼ାଉଛି ପ୍ରଶାସନ।…

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ ଓ…

ପ୍ରସୂତିଙ୍କୁ ବଞ୍ଚାଇଲା ବିରଳ ରକ୍ତ: ପ୍ରସବ ପରେ ଗୁରୁତର ଥିଲା ଅବସ୍ଥା; ‘ବମ୍ବେ ଓ-ପଜିଟିଭ୍‌’ ରକ୍ତ ଦେଲେ ରାଉରକେଲା ଯୁବକ

ବ୍ରହ୍ମପୁର ଅଫିସ୍‌,୨୦ା୧୦- ଠିକ୍‌ ସମୟରେ ବିରଳ ରକ୍ତ ମିଳିବା ଯୋଗୁ ଜଣେ ପ୍ରସୂତିଙ୍କ ଜୀବନ ବଞ୍ଚିଯାଇଛି। ରାଉରକେଲାର ଯୁବକ ଜଣକ ଆସି ରକ୍ତ ଦେଇଛନ୍ତି। ଏଭଳି ଘଟଣା…

୧୫ ବର୍ଷ ଚାକିରି ପରେ ଛଟେଇ:  ୩ ହଜାର ମିଟର୍‌ ରିଡରଙ୍କ ଭବିଷ୍ୟତ ଅନିଶ୍ଚିତ

ବ୍ରହ୍ମପୁର ଅଫିସ୍‌,୨୦ା୧୦-ସାଉଥ୍‌କୋ ଅଧୀନରେ ପ୍ରାୟ ୧୫ବର୍ଷ କାର୍ଯ୍ୟ କରିବା ପରେ ୩ହଜାର ମିଟର୍‌ ରିଡର ଛଟେଇ ହୋଇଛନ୍ତି। ଏମାନେ ବିଭିନ୍ନ ଠିକା ସଂସ୍ଥା ଅଧୀନରେ କାମ କରୁଥିଲେ।…

ମହୁମାଛି ଦଂଶନରେ ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୨୦ା୧୦-ମହୁମାଛି ଦଂଶନରେ ଗୁରୁତର ଥିବା ଜଣେ ନାବାଳକଙ୍କର ଏମ୍‌କେସିଜି ମେଡିକାଲରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ କୋରାପୁଟ ଜିଲା ଦାମନଯୋଡି ଥାନା ହାତୀମୁଣ୍ଡାର କେଶରୀ…

ସରକାରୀ ସହାୟତା ନାଁରେ ଠକେଇ ଅଭିଯୋଗ:  ୪ ଯୁବତୀ, ଜଣେ ଯୁବକ ଅଟକ

ଦିଗପହଣ୍ଡି,୨୦ା୧୦(ଡି.ଏନ.ଏ.)-ସରକାରୀ ସହାୟତା ପ୍ରଦାନ ନାଁରେ ଦୀର୍ଘଦିନ ଧରି ଦିଗପହଣ୍ଡି ଗ୍ରାମାଞ୍ଚଳରେ ଲୋକଙ୍କୁ ଠକୁଥିବା ଏକ ସଂସ୍ଥାର ୪ ଜଣ ଯୁବତୀ ଓ ଜଣେ ଯୁବକଙ୍କୁ ପୋଲିସ ଥାନାରେ…

ବ୍ରହ୍ମପୁରରେ ସୁଧୁରିନି ପାଣି ସମସ୍ୟା : ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ ନିର୍ଦ୍ଦେଶ

ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇଥିଲେ ହେଁ ଏହା…