ଆଗାମୀ ଇଦ୍‌ରେ ଆସିବ ସଲମାନ୍‌ଙ୍କ ‘ରାଧେ’

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’ ଆଗାମୀ ଡିସେମ୍ବରରେ ରିଲିଜ୍‌ ହେବ। ତେବେ ଇତିମଧ୍ୟରେ ତାଙ୍କ ଅଭିନୀତ ଆଉ ଏକ ସିନେମା ‘ରାଧେ’ର ମୋଶନ…

ପ୍ରିୟଙ୍କାଙ୍କ ଫଟୋ ଶେୟାର କରି ଟ୍ରୋଲ୍‌ ହେଲେ ନିକ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ବିଦେଶରେ ରହୁଛନ୍ତି। ଦୁଇଦିନ ତଳେ ସେ ନିକ୍‌ଙ୍କ ପାଇଁ କର୍‌ବା ଚୌଥ୍‌ ବ୍ରତ ରଖିଥିଲେ। ତାଙ୍କର ଏହା ପ୍ରଥମ କର୍‌ବା…

ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ…

ଅନ୍ତିମ ଟେଷ୍ଟରେ ରୋହିତଙ୍କ ଶତକ : ବର୍ଷା, ଖରାପ ଆଲୋକ ଯୋଗୁ ଖେଳ ବାଧାପ୍ରାପ୍ତ

ରାଞ୍ଚି,୧୯।୧୦(ପି.ଟି.):  ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ କମ୍ପେକ୍ସରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ…

ଡାକ୍ତର ନାହାନ୍ତି: ଖରାସାହାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା, ୧୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଶନିବାର ଗ୍ରାମବାସୀ ତାଲାପକାଇ ଧାରଣାରେ ବସିଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ…

ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା

ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ।…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ

ଧର୍ମଶାଳା,୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି।…

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର…

ରାଶିଫଳ: ରବିବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ, ବିବାଦର ସମାଧାନ, ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ମନ ଚାହୁଁଥିବା ଜିନିଷ ଲାଭ…