ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: କଂଗ୍ରେସ ପରେ ସିବିଆଇ ତଦନ୍ତ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଥମେ କଂଗ୍ରେସ ସିବିଆଇ ତଦନ୍ତ ଦାବି କରିଥିଲା।…

ସର୍ଫରାଜଙ୍କ ବହିଷ୍କାର : ଅସମ୍ବେଦନଶୀଳ ଟୁଇଟ୍‌ ନେଇ ପିସିବି କ୍ଷମା ମାଗିଲା

ନୂଆଦିଲ୍ଲୀ, ୧୯।୧୦: ଏକ ଅସମ୍ବେଦନଶୀଳ ଟୁଇଟ୍‌ କରି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଶେଷରେ କ୍ଷମା ମାଗିଛି। ସର୍ଫରାଜ ଅହମ୍ମଦଙ୍କୁ ଟେଷ୍ଟ ଓ ଟି୨୦ ଅଧିନାୟକ ପଦରୁ…

ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ: ୩୩ ହଜାର ପାଉଡ଼ର ବଜାରରୁ ଫେରାଇ ନେଲା କମ୍ପାନୀ

ନୂଆଦିଲ୍ଲୀ,୧୯।୧୦: ଜନ୍‌ସନ୍‌ ବେବି ପାଉଡ଼ରରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ଏଥିରେ ଆଜବେଷ୍ଟସ୍‌ ରହିଥିବା ଆମେରିକା ଫୁଡ୍‌ ଆଣ୍ଡ୍‌ ଡ୍ରଗ୍ସ୍‌ ଆଡ଼ମିନିଷ୍ଟ୍ରେଶନ୍‌ ଯାଞ୍ଚ୍‌ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ…

୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା

ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍‌ ଶୀଘ୍ର ୧୭ଟି…

ରୋହିତଙ୍କ ଶତକ: ଭାରତର ପ୍ରତ୍ୟାବର୍ତ୍ତନ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ…

ଉତ୍ତରାଖଣ୍ଡରେ ବର୍ଷକ ପାଇଁ ବନ୍ଦ ହେଲା ପାନ ମସଲା, ଗୁଟଖା

ଡେରାଡୁନ,୧୯।୧୦: ଉତ୍ତରାଖଣ୍ଡ ସରକାର ବର୍ଷକ ପାଇଁ ପାନ ମସଲା ପ୍ରସ୍ତୁତି, ବିକ୍ରି ଓ ଗଚ୍ଛିତ ରଖିବା ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ଫୁଡ ସେଫ୍ଟି କମିଶନର ନିତେଶ…

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ…

ଅନ୍ତିମ ଟେଷ୍ଟ: ସ୍ଥିତି ସମ୍ଭାଳିଲେ ରୋହିତ- ରାହାନେ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ…

ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ…

ସରକାରୀ ସ୍କୁଲରେ ୫୦ରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀଙ୍କୁ ପଢାଇ ପାରିବେନି

ଜଇପୁର,୧୯।୧୦: ରାଜସ୍ଥାନର ସରକାରୀ ବାଳିକା ବିଦ୍ୟାଳୟରେ ଏଣିକି ୫୦ ବର୍ଷରୁ କମ୍‌ ବୟସର ପୁରୁଷ ଶିକ୍ଷକ ଛାତ୍ରୀମାନଙ୍କୁ ପାଠ ପଢାଇ ପାରିବେ ନାହିଁ। ଶୁକ୍ରବାର ଶିକ୍ଷାମନ୍ତ୍ରୀ ଗୋବିନ୍ଦ…