ଗଞ୍ଜାମରେ ନୂଆ ୧୨ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି

ଛତ୍ରପୁର,୧୯ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ହସ୍ପିଟାଲରେ ୧୨ ନୂଆ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି ମିଳିଛି। ଏହି ଡାକ୍ତରମାନେ ବିଭିନ୍ନ ମେଡିକାଲ କଲେଜରୁ ନିକଟରେ ପିଜି ପାଶ୍‌ କରିବା ପରେ…

ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…

ଅର୍ଥ ଲଗାଣକାରୀ ସଂସ୍ଥାର ଫିଲ୍‌ଡ ଅଫିସର ଗିରଫ

ପାଟଣା,୧୯।୧୦(ସ୍ବ.ପ୍ର.)- ଏକ ଅର୍ଥ ଲଗାଣକାରୀ ସଂସ୍ଥାର ଫିଲ୍‌ଡ ଅଫିସର ଅଜୟ କୁମାର ସାହଙ୍କଠାରୁ ରାସ୍ତାରେ ଟଙ୍କା ଲୁଟ୍‌ ଘଟଣାରେ କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ପର୍ଦ୍ଦାଫାଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ଶିକ୍ଷାଦାନ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.)-ଶିକ୍ଷାର ଉନ୍ନତି ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ମାତ୍ର ଅନେକ ସ୍ଥାନରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବିପଦସଙ୍କୁଳ…

ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ପଦଯାତ୍ରା

ଚମ୍ପୁଆ, ୧୯।୧୦ (ଡି.ଏନ.ଏ.)-ଓଡିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ଆନ୍ଦୋଳନ କରୁଥିବା ଜନସଚେତନା ମଞ୍ଚର ଆବାହକ ସତ୍ୟବ୍ରତ ଦାସ ୩୧୪ ବ୍ଲକକୁ ପଦଯାତ୍ରା ଆରମ୍ଭ କରିବା ପରିପ୍ରେକ୍ଷୀରେ ଶୁକ୍ରବାର…

ଅସହାୟ ଟିକିଲିଙ୍କୁ ମିଳିଲା ନୂଆ ଜୀବନ

ଘସିପୁରା,୧୯।୧୦(ଡି.ଏନ.ଏ.)- ଟିକିଲି ଜେନା(୨୬) ନାମ୍ନୀ ଜଣେ ଅସହାୟ ମାନସିକ ଅନଗ୍ରସର ଯୁବତୀ ଦୁର୍ଘଟଣାର ଶିକାର ହେବା ପରେ ଉପଯୁକ୍ତ ଚିକିତ୍ସାସେବା ନ ପାଇ ୮ ମାସ ଧରି…

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସରେ ଦୁର୍ନୀତି: ତଦନ୍ତ କଲେ ବିଡିଓ

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଦଶପଲ୍ଲା ବିଡିଓ…

ମୁଣ୍ଡ ଉପରେ ଝୁଲୁଛି ବିପଦ

ବନ୍ତ, ୧୯।୧୦ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ପୋଡ଼ାପାଟଣା ଗ୍ରାମ ଯେନାସାହି ନିକଟରେ ଦୀର୍ଘଦିନ ଧରି ବିଦ୍ୟୁତ୍‌ ତାର କମ୍‌ ଉଚ୍ଚରେ ଝୁଲି ରହିଛି। ମୁଣ୍ଡ…

୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର…

ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ ଉନ୍ନତୀକରଣ…