ମଞ୍ଚାବନ୍ଧା ଜଙ୍ଗଲରୁ ୪ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୯ା୧୦- ବାରିପଦା ଟାଉନ ଥାନା ପୋଲିସ ଗୁରୁବାର ରାତିରେ ମଞ୍ଚାବନ୍ଧା ଜଙ୍ଗଲରେ ଚଢ଼ାଉ କରି ୪ ଜୁଆଡିଙ୍କୁ ଗିରଫ କରିଛି। ତେବେ ପୋଲିସର ଅବହେଳା କାରଣରୁ…

ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ କରି…

ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ…

ସିବିଆଇ ଜାଲରେ ସହକାରୀ ପୋଷ୍ଟମାଷ୍ଟର

ଚିତ୍ରଡା,୧୯ା୧୦(ଡି.ଏନ୍‌.ଏ.)- କମିଶନି ଟଙ୍କା କରାଇଦେବାକୁ ଏଜେଣ୍ଟଙ୍କଠାରୁ ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡା ଉପ ଡାକଘରର ସହକାରୀ ପୋଷ୍ଟମାଷ୍ଟର ଶୁକ୍ରବାର ସିବିଆଇ…

ରାଜ୍ୟପାଳଙ୍କ ଏସ୍କର୍ଟ ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ବାରିପଦା ଅଫିସ,୧୯ା୧୦- ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଅଛନ୍ତି। ରାଜ୍ୟପାଳ ଉଦଳା ଧାନଘେରା ସ୍ଥିତ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟର…

୭ କ୍ରଶର ଉପରେ ଚଢ଼ାଉ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍‌ ଚନ୍ଦ୍ର…

ମୋହରିରଙ୍କ ଚାଳିଆ ଭଙ୍ଗା ଘଟଣା: ଅତିରିକ୍ତ ଜିଲାପାଳଙ୍କ ତଦନ୍ତ ଆରମ୍ଭ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରିରେ ମୋହରିରଙ୍କ ଚାଳିଆ ଭଙ୍ଗା ନେଇ ପୂର୍ବରୁ ତୁମ୍ବିତୋଫାନ ଉଠିଥିଲା। ଘଟଣାକୁ ନେଇ ନୀଳଗିରି ତହସିଲଦାର ଓ ବିଧାୟକ ସାମ୍ନାସାମ୍ନି ହେବା ସହ…

ପାରିିବାରିକ କଳହ: ଦୁଇ ଘଣ୍ଟାରେ ଦୁଇ ସାଙ୍ଗଙ୍କ ଆତ୍ମହତ୍ୟା

ବାଲେଶ୍ୱର ଅଫିସ, ୧୯।୧୦-ପାରିବାରିକ କଳହକୁ କେନ୍ଦ୍ର କରି ତ୍ରିଲୋଚନ ଜେନା ନାମକ ଜଣେ ଯୁବକ ଆତ୍ମହତ୍ୟା କରିବା ଘଟଣାରେ ବ୍ୟଥିତ ହୋଇ ତାଙ୍କର ଜଣେ ବନ୍ଧୁ ଜୀବନ…

କେତେବେଳେ ଖାଇବେ ନାହିଁ ଫଳ

ଋତୁ ଅନୁଯାୟୀ ଫଳ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଭଲ ବୋଲି ଡାକ୍ତରମାନେ କହିଥାଆନ୍ତି। ଏମିତିକି ସକାଳୁ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି କୁହାଯାଏ। କାରଣ…

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚତ୍ ଘଟଣା:ଚିକିତ୍ସା ନ ପାଇ କଟକରୁ ଫେରିଲେ ଶିଶୁ କନ୍ୟା

ଅନୁଗୋଳ ଅଫିସ, ୧୯।୧୦ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁ କନ୍ୟା ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚତ୍ ଧରି ଶୁକ୍ରବାର କଟକ…