ଧାମନଗର ବିଡିଓଙ୍କୁ ଗାଳିଗୁଲଜ କରିବା ଅଭିଯୋଗ: ଧାରଣାରେ ବସିଲେ ବ୍ଲକ, ତହସିଲ କର୍ମଚାରୀ

ଧାମନଗର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଅଫିସ ମଧ୍ୟରେ ପଶି ଗାଳିଗୁଲଜ କରିବା ଅଭିଯୋଗରେ ଧାମନଗର ତହସିଲ ଏବଂ ବ୍ଲକ କର୍ମଚାରୀମାନେ ଶୁକ୍ରବାର ନିଜ କାର୍ଯ୍ୟାଳୟ ସମ୍ମୁଖରେ…

ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ…

ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ…

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠା ଉଦ୍‌ଘାଟନ କଲେ କନ୍ଧମାଳ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର ମିଳିତ ଭାବେ କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ,ବିଧାୟକ…

ରାଞ୍ଚିରେ ଟେଷ୍ଟ: ଧୋନୀଙ୍କୁ ଅପେକ୍ଷା

ରାଞ୍ଚି,୧୮।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଏଠାରେ ରବିବାରଠାରୁ ୩ୟ ଟେଷ୍ଟ ଖେଳାଯିବ। ଏହା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ହୋମ…

ସେଓ ଭର୍ତ୍ତି ଟ୍ରକ୍‌ରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀର ସୋପୋରେ ଶୁକ୍ରବାର ସକାଳେ ପୁଣି କିଛି ଆତଙ୍କବାଦୀ ସେଓ ବ୍ୟବସାୟୀଙ୍କ ଉପରକୁ ଆକ୍ରମଣ କରିଛନ୍ତି। ସେଓ ଭର୍ତ୍ତି ଥିବା ଏକ ଟ୍ରକ୍‌ରେ ସେମାନେ ନିଅଁା…

ଇର୍‌ଫାନଙ୍କ ନୂଆ ଇନିଂସ

ଏକଦା ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ଅଲରାଉଣ୍ଡର ବିବେଚିତ ହେଉଥିବା ଇରଫାନ ପଠାନଙ୍କ ଖେଳ କ୍ୟାରିୟର ପ୍ରାୟତଃ ଶେଷ ପର୍ଯ୍ୟାୟରେ। ବର୍ତ୍ତମାନ ଜମ୍ମୁ ଓ କଶ୍ମୀର ଦଳର…

ଗୋଟିଏ ବର୍ଷରେ ସର୍ବାଧିକ ଶତକ

ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଅଧିକ ସଂଖ୍ୟାରେ ଶତକ ହାସଲ କରିବା ନିଶ୍ଚିତ ଭାବେ ଏକ ବଡ଼ ସଫଳତା। ଏଥିରେ ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ବିରାଟ କୋହଲି…

ଶରଦ ଅରବିନ୍ଦ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୮।୧୦: ସୁପ୍ରିମକୋର୍ଟ ନୂଆ ପ୍ରଧାନ ବିଚାରପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ନଭେମ୍ବର ୧୭ ତାରିଖରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଅବସର…

କ୍ରିକେଟରରୁ ବିସିସିଆଇ ଅଧ୍ୟକ୍ଷ

ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ଜଣେ କ୍ରିକେଟରରୁ ଏହି ହାଇପ୍ରୋଫାଇଲ ପଦ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ବେଶ୍‌ ସଂଘର୍ଷପୂର୍ଣ୍ଣ... ବିଶ୍ୱ…