ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲରାଜ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶ ଜଙ୍ଗଲରାଜ ଚାଲିଛି ବୋଲି ଏକ ମାମଲାର ଶୁଣାଣିବେଳେ ସୁପ୍ରିମକୋର୍ଟ କହିଛନ୍ତି। ବୁଲନ୍ଦସହରର ଶତାଧିକ ବର୍ଷ ପୁରୁଣା ଏକ ମନ୍ଦିରର ପରିଚାଳନା ସମ୍ପର୍କିତ ମାମଲାର ଶୁଣାଣି…

କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଲେ ସ୍ବାମୀ

ପାଟନା,୧୮।୧୦:ବିହାରର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଇଛନ୍ତି ସ୍ବାମୀ। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁଜାଫରପୁରର…

୩୦ ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ : ୭ ଗୁରୁତର

ଗଜପତି,୧୮।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ ନୀଳମୁଣ୍ଡା ବ୍ରିଜ ନିକଟରେ ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ଗାଡ଼ି ନଂ. ଓଡି ୦୫ ଏଲ୍‌ ୬୨୮୮ ଯାତ୍ରୀବାହୀ…

ବାଲିଯାତ୍ରାରେ ହେବ ପଥ ଉତ୍ସବ : ବୋଟିଂର ମଜା ନେବେ ଲୋକେ

କଟକ ଅଫିସ, ୧୮ା୧୦: ଚଳିତବର୍ଷ କଟକ ବାଲିଯାତ୍ରାକୁ ଭିନ୍ନ ଢଙ୍ଗରେ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏଠାରେ ଲୋକଙ୍କୁ ଯେଭଳି ସମସ୍ତ ସୁବିଧା…

କୃମି ଔଷଧ ଖାଇ ୩୬ ଶିଶୁ ଅସୁସ୍ଥ ହେବା ଘଟଣା ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : କେନ୍ଦ୍ରାପଡା ଜିଲା ଗରଦପୁରରେ କୃମି ଔଷଧ ଖାଇ ୩୬ ଜଣ ଶିଶୁ ଅସୁସ୍ଥ ହୋଇପଡ଼ିଥିଲେ। ୨୦୧୪ରେ ଘଟିଥିବା ଏହି ଘଟଣାକୁ ନେଇ ସାରା ରାଜ୍ୟରେ…

୨୧ରେ ଆସୁଛନ୍ତି ପବ୍ଲିକ ଆକାଉଣ୍ଟ୍‌ସ କମିଟି

ଭୁବନେଶ୍ୱର,୧୮ା୧୦(ବ୍ୟୁରେ): ଆସନ୍ତା ସୋମବାର ଓଡ଼ିଶା ଆସୁଛନ୍ତି ପବ୍ଲିକ ଆକାଉଣ୍ଟସ କମିଟି। ପୂର୍ବତଟ ରେଳପଥରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ସାମ୍ବିଧାନିକ ଆବଶ୍ୟକତା ନିରୀକ୍ଷଣ କରିବେ। ସେମାନଙ୍କ ସହ କରାଯାଇଥିବା…

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ ଯନ୍ତ୍ରଣା…

କଏଦୀଙ୍କ ଫୋନ୍‌ କଲ୍‌ ଉପରେ ଲାଗିବ ଅଙ୍କୁଶ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ବିଭିନ୍ନ ସମୟରେ କଏଦୀମାନେ ଜେଲ୍‌ ବାହାରର ଅପରାଧୀଙ୍କ ସହ ସମ୍ପର୍କ ରଖନ୍ତି। ଏପରି କି ଜେଲ ଭିତରେ ରହି ବାହାରେ ଅପରାଧ ଘଟାଇବା ପାଇଁ…

ପରଲୋକରେ କଥାକାର ହେମନ୍ତ ମହାପାତ୍ର

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୁପରିଚିତ ଓଡ଼ିଆ କଥାକାର, ପ୍ରାକ୍ତନ ବରିଷ୍ଠ ଇତିହାସ ପ୍ରାଧ୍ୟାପକ ଡକ୍ଟର ହେମନ୍ତ କୁମାର ମହାପାତ୍ରଙ୍କର ଗୁରୁବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ୧୯୫୫ରେ ତିର୍ତ୍ତୋଲର ରାମଦାସପୁର ଗ୍ରାମରେ…

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି ସୁପ୍ରିମକୋର୍ଟଙ୍କ…