ଦୁର୍ଘଟଣାରେ ଭାଇ ମୃତ, ଭଉଣୀ ଗୁରୁତର

ଛତିଆ,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ କଲେଜ ନିକଟରେ ଗୁରୁବାର ସକାଳେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ…

ମଉଲିକ ସୁବିଧାରୁ ବଁଚିତ୍‌ ରାଧାପଡ଼ାବାସୀ

ଅତାବିରା, ୧୮।୧୦(ଡି.ଏନ୍‌.ଏ.)-କେନ୍ଦ୍ର ଆର ରାଏଜ୍‌ ସରକାର ଗାଁ ଗଁଲିନୁ ସହରତକ୍‌ ବାସ କରୁଥିବାର ଗରିବ୍‌ଦୁଖିକର ଲାଗି ଅବାସ ଯୋଜନାରେ ଘର, ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ଘରଡିହ, ବୁଢ଼ାବୁଢ଼ିକୁ…

ପାଠ୍‌ପଢ଼ାର ବାଟ୍‌ ଛେକିଛେ ଗରିବୀ:ସରକାରୀ ସାହାଯ୍‌ ଆଶ୍‌ରେ ଦିବ୍ୟାଙ୍ଗ ଛାତ୍ର

ଲାଠୋର, ୧୮।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କଲୋନିପଡ଼ାର ଶଶି ପୁଟେଲକଁର ପୁଓ ଓମକାର ପୁଟେଲ(୧୦)। ସେ ଜନ୍‌ମୁ ଅଁଧ୍‌ ଆଏ। ହେଲେ…

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ…

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ…

୭ ସପ୍ତାହ ଧରି କୋଇଲା ସଙ୍କଟ: ନାଲ୍‌କୋର ୮୦ ପଟ୍‌ ବନ୍ଦ

ବଅଁରପାଳ, ୧୭।୧୦ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ…

ପୌର ପ୍ରଶାସନର କାର୍ଯ୍ୟକୁ ନେଇ ସନ୍ଦେହରେ କର୍ମଚାରୀ: ୯ ମାସ ହେବ ଜମା ହେଉନି ଇପିଏଫ୍‌ ଅର୍ଥ

ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ…

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ…

ବାର୍‌ କାଉନ୍‌ସିଲ ଗଲା ହିନ୍ଦୁ ମହାସଭା

ନୂଆଦିଲ୍ଲୀ,୧୮-୧୦(ପି.ଟି.):ଅଯୋଧ୍ୟା ମାମଲା ଶୁଣାଣିର ଶେଷଦିନରେ ରାମଙ୍କ ଜନ୍ମସ୍ଥାନ ରହିଥିବା ମ୍ୟାପ୍‌କୁ ଚିରିଦେଇଥିବା ମୁସ୍‌ଲିମ ପକ୍ଷ ଓକିଲ ରାଜୀବ ଧଓ୍ବନଙ୍କ ବିରୋଧରେ ହିନ୍ଦୁ ମହାସଭା ବାର୍‌ କାଉନ୍‌ସିଲ୍‌ ଅଫ୍‌…

ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ

ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ ଉକ୍ତ…