ଏଠାରେ କୁକୁରକୁ ପୂଜା କରାଯାଇ ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳୀ କେବଳ ଭାରତରେ ପାଳନ କରାଯାଏ ନାହିଁ। ଏହା ଜାପାନ, ଗୁଆନା, ମାଲେସିୟା, ମରିସସ୍‌, ମ୍ୟାନମାର, ସିଙ୍ଗାପୁର ଆଦି ଦେଶରେ ମଧ୍ୟ ପାଳନ କରାଯାଇଥାଏ।…

ଜମ୍ବୋ ପାଳିଲେ ୪୯ତମ ଜନ୍ମଦିନ

ନୂଅାଦିଲ୍ଲୀ,୧୭୧୦- ପୂର୍ବତନ ଭାରତୀୟ ଅଧତ୍ନାୟକ ଅନିଲ କୁମ୍ବଲେ ଗୁରୁବାର ୪୯ତମ ଜନ୍ମ ଦିନ ପାଳିଛନ୍ତି ଏହି ଅବସରରେ ଜମ୍ବୋ ଭାବେ ପରିଚିତ କିମ୍ବଦନ୍ତୀ ଲେଗ୍ ସ୍ପିନରକ ପ୍ରଶଂସକ,…

ଭଉଣୀ ବିଦା ସମୟରେ କାନ୍ଦିବା ମହଙ୍ଗା ପଡ଼ିଲା ଭାଇଙ୍କୁ: ସର୍ବ ସମ୍ମୁଖରେ ମାଗିଲେ କ୍ଷମା

ବିବାହ ପରେ ଝିଅ ବିଦା ସମୟରେ ସମସ୍ତଙ୍କ ଆଖିରେ ଲୁହ ଆସିଯାଇଥାଏ। ସମସ୍ତେ ଏହା ଦେଖିଥିବେ ନିଶ୍ଚୟ। ମାତ୍ର ରୁଷିଆର ଗଣରାଜ୍ୟ ଚେଚନ୍ୟାରେ ଝିଅ ବିଦା ସମୟରେ…

ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ନେଇ ପ୍ରତାପ-ପ୍ରମିଳା ମୁହାଁମୁହିଁ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମୁହାଁମୁହିଁ ହୋଇଛନ୍ତି। ପ୍ରତାପ ଗୁରୁବାର ରାଜ୍ୟ ସରକାରଙ୍କ…

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର ଗିରଫ…

ମହିଳାଙ୍କଠାରୁ ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ା ବ୍ୟାଙ୍କ କଲୋନୀର ୩ୟ ଲାଇନରେ ଗୁରୁବାର ଜି. ମାଙ୍ଗେୟାମା ନାମକ ଜଣେ ମହିଳା ବଜାରରୁ କ୍ଷୀର ନେଇ ଆସୁଥିବା ସମୟରେ ପଛପଟୁ ୨…

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ ଓହ୍ଲାଇ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ରସ୍ଥ ଜନ୍ମ ଚନ୍ଦ୍ର ମାନସିକ ଅସ୍ଥିରତା ସଙ୍ଗକୁ ବିକ୍ଷିପ୍ତ ଚିନ୍ତାଧାରା ସୃଷ୍ଟି କରିବ । ପରିଣାମ ସ୍ବରୂପ ସ୍ବାସ୍ଥ୍ୟ, ପରିବାର, ଯାନ ବାହାନ,…

ଅଧ୍ୟାପକ ପଦବୀ ପୂରଣ ଦାବିରେ ଧାରଣା : ପ୍ରତିଶ୍ରୁତି ପରେ ଓହରିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୭।୧୦: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଗୁରୁବାର ଧାରଣାରେ ବସିଥିଲେ। କଲେଜରେ ଅଧ୍ୟାପକ ପଦବୀ ଖାଲି ପଡ଼ିଥିବା ହେତୁ ପାଠପଢ଼ାରେ ବାଧା…

ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା…