ନଳକୂଅରୁ ବାହାରୁଛି ପୋକ, ଜୋକ

ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା ବନ୍ଦ…

୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗ: ଜଣେ ଗିରଫ

ବାସୁଦେବପୁର, ୧୭।୧୦ (ଡି.ଏନ.ଏ.)- ବାସୁଦେବପୁରସ୍ଥିତ ବଂଶୀପାଟଣା ଗ୍ରାମରେ ଥିବା କଳ୍ପତରୁ ସଂସ୍କୃତ ମହାବିଦ୍ୟାଳୟରେ ଅନାଦି ଚରଣ ବେହେରା ନାମକ ଜଣେ କର୍ମଚାରୀଙ୍କୁ ଚାକିରି ସ୍ଥାୟୀ କରାଇଦେବା ନଁାରେ…

ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି ପଚରାଉଚରା…

ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଝିଟିପିଟି: ଭୟରେ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ…

ଓଡ଼ିଆ ଫିଲ୍ମ ମେକରଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍‌ ଆକ୍‌ନଲେଜ୍‌ମେଣ୍ଟ୍‌ ଇନ୍‌ ୱାର୍କ ଏକ୍ସିଲେନ୍ସ (ଏସ୍‌ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ଦୁର୍ବ୍ୟବହାର ଅଭିଯୋଗ; ଏସ୍‌ପିଙ୍କ ଅଫିସ ଆଗରେ ପୋଲିସ ସଂଘର ଧାରଣା

ଛତ୍ରପୁର,୧୭ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ବୁଧବାର ଶପଥପାଠ କରିଛନ୍ତିି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପତିତପାବନ ଚୌଧୁରୀ…

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ…

ସିପିଆଇ, ସିପିଏମ୍‌ର ଗଣବିକ୍ଷୋଭ

ଛତ୍ରପୁର,୧୭ା୧୦(ଡି.ଏନ.ଏ.)-ଦେଶରେ ଗଭୀର ଆର୍ଥିକ ସଙ୍କଟ ଓ ଏନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତିବାଦରେ ବୁଧବାର ସିପିଆଇ ଓ ସିପିଏମ୍‌ ପକ୍ଷରୁ ମିଳିତ ଭାବେ ବୁଧବାର ଛତ୍ରପୁରସ୍ଥିତ…

ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ…

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)  ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ…