ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି…

ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ

ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି…

ଡେନମାର୍କ ଓପନ୍‌: ପ୍ରଥମ ରାଉଣ୍ଡରୁ ସାଇନାଙ୍କ ବିଦାୟ

ଓଡେନସେ, ୧୬।୧୦ (ପି.ଟି.):  ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ୭ ଲକ୍ଷ ୭୫ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଡେନମାର୍କ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁର କ୍ରମାଗତ ୯ମ ବିଜୟ

ଜୟପୁର, ୧୬।୧୦ (ପି.ଟି.): ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଚଳିତ ବିଜୟ ହଜାରେ ଟ୍ରଫିରେ ତାମିଲନାଡ଼ୁ ଦଳ କ୍ରମାଗତ ୯ମ ବିଜୟ ଲାଭ କରିଛି। ବୁଧବାର ଏଠାରେ ଖେଳାଯାଇଥିବା…

ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ…

ଭୁବନେଶ୍ୱର ଭିତରେ ଆର୍ମି ପରୀକ୍ଷାକୁ ପୋଲିସର ନା

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ):  ଆଗାମୀ ଦିନରେ ଭୁବନେଶ୍ୱର ଭିତରେ ହୋଇ ନ ପାରେ ଆର୍ମି ପରୀକ୍ଷା। ୧୨୦ ବାଟାଲିୟନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାକୁ ଆସୁଥିବା ପରୀକ୍ଷାର୍ଥୀମାନେ ପାର୍କ,…

ଟ୍ରକ ଧକ୍କାରେ ମହିଳା ମୃତ, ରାସ୍ତାରୋକୋ

ଗୋପାଳପୁର/କନିଷି,୧୬ା୧୦(ଡି.ଏନ.ଏ.):୧୬ନଂ ଜାତୀୟ ରାଜପଥ ରଣ୍ଢାଛକ ନିକଟରେ ରାସ୍ତା ପାର ହେଉଥିବାବେଳେ ଟ୍ରକ ଧକ୍କାରେ ବୁଧବାର ଭୋର ପ୍ରାୟ ୫ଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ,…

ଫୁଲବାଣୀରେ ହେବ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜନ୍ମଦିନ ଅବସରରେ ନୂଆ ଘୋଷଣା କରିଛନ୍ତି। ଏହି ଘୋଷଣା ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବ। ରାଜ୍ୟର ପ୍ରତ୍ୟେକ…

ମା’ ଝିଅଙ୍କୁ ମାଡ ମାରି, ଯୁବକ ଗିରଫ

ବୁଗୁଡ଼ା,୧୬ା୧୦(ଡି.ଏନ.ଏ.): ବୁଗୁଡ଼ା ଥାନା ବକ୍ସିପଲ୍ଲୀ ଗ୍ରାମରେ ଗୋଟିଏ ପରିବାରର ମା’ ଓ ୨ ଝିଅଙ୍କୁ ମାରପିଟ ଏବଂ ଟଣାଓଟରା କରିବା ଅଭିଯୋଗରେ ବୁଧବାର ବୁଗୁଡ଼ା ପୋଲିସ ଜଣେ…