ପଞ୍ଜାବରେ ଆତଙ୍କବାଦୀଙ୍କ ଅନୁପ୍ରବେଶ: ବଡ଼ ଧରଣର ଆକ୍ରମଣ ଆଶଙ୍କା

ଚଣ୍ଡିଗଡ଼,୧୬।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଫଳରେ ପାକିସ୍ତାନ ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ଆତଙ୍କବାଦୀଙ୍କୁ ଅନୁପ୍ରବେଶ…

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ ହୃଦୟ…

ବିଜେପୁର ଉପନିର୍ବାଚନ: ୪୩ ପଥପ୍ରାନ୍ତ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୬।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନିଆ ଗସ୍ତରେ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡି ପକ୍ଷରୁ ରୋଗୀଙ୍କୁ ଫଳ,ବସ୍ତ୍ର ବଣ୍ଟନ

ମୁନିଗୁଡ଼ା,୧୬।୧୦(ଡି.ଏନ୍‌.ଏ.): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଅବସରରେ ରାୟଗଡ଼ା ଜିଲା ମୁନିଗୁଡ଼ା ବିଜୁ ଜନତା ଦଳ ପକ୍ଷରୁ ମୁନିଗୁଡ଼ା…

ଦ୍ୱିଶତକ କରିବାରେ ଯଶସ୍ବୀ ସର୍ବକନିଷ୍ଠ

ବେଙ୍ଗାଲୁରୁ,୧୬୧୦- ମୁମ୍ବାଇ ଟିନଏଜର ଯଶସ୍ବୀ ଜୈସ୍ବାଲ ଏଠାରେ ବୁଧବାର ଖେଳାଯାଇଥିବା ଝାଡ଼ଖଣ୍ଡ ବିପକ୍ଷ ବିଜୟ ହଜାରେ ଟ୍ରଫିର ମ୍ୟାଚ୍ରେ ଦ୍ୱିଶତକ କରି ରେକର୍ଡ ବୁକ୍ରେ ସ୍ଥାନ ପାଇଛନ୍ତି…

ଜନ୍ମଦିନର ଫଟୋ ଶେୟାର ମାଆବାପାଙ୍କୁ ମିସ୍‌ କଲେ ହେମାମାଳିନୀ

୧୬ ଅକ୍ଟୋବର ୧୯୪୮ରେ ଜନ୍ମିତ ହେମାମାଳିନୀ ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ହେମା କିଛିବର୍ଷ ଧରି ପ୍ରତିଜ୍ଞା କରିଥିଲେ ମିଡିଆ ସମ୍ମୁଖରେ ବନ୍ଧୁ, ପରିବାରବର୍ଗ ଏପରି ନିଜ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି। ବକେୟା…

ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ଉପଜିଲାପାଳ, ଏସଡିପିଓ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): ରାଜ୍ୟରେ ୫ ଟି କୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି। ଆନନ୍ଦପୁର ଉପଜିଲାପାଳ…

ଆର୍ମି ପରୀକ୍ଷାର୍ଥୀଙ୍କ ଉତ୍ପାତ ଘଟଣା: ଆଜିଠୁ ଷ୍ଟେଶନରେ ମୁତୟନ ହେବେ ଫୋର୍ସ, ବିନା ଟିକେଟରେ ଚଢ଼ିପାରିବେନି ଯାତ୍ରୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନରେ ବୁଧବାରଠାରୁ ମୁତୟନ ହେବେ ୨ ପ୍ଲାଟୁନ ଫୋର୍ସ। ଦିଲ୍ଲୀ ତଥା ଦୂରଗାମୀ ଟ୍ରେନ୍‌ ପାଇଁ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପକ୍ଷରୁ ଫୋର୍ସ ମୁତୟନ…

ପତିତପାବନ ମହାବିଦ୍ୟାଳୟରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ସାଇଁକୁଳ ପତିତପାବନ ମହାବିଦ୍ୟାଳୟ ପରିସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମହାନ୍ତିଙ୍କ…