ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ

ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ…

ଝିଅପୁଅଙ୍କୁ ସମାନ ଅଧିକାର ଦେଲେ ସମାଜର ଉନ୍ନତି ଘଟିବ : ଜିଲାପାଳ

ଗଞ୍ଜାମ,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପ୍ରୋୟାଗୀ ଗ୍ରାମରେ ବୁଧବାର ମୋ’ ଗେହ୍ଲାଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗଦେଇ କନ୍ୟା…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ…

ଦିନିକିଆ ପଦାର୍ପଣକୁ ମନେ ପକାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୬।୧୦- ଭାରତୀୟ ଅଲରାଉଣ୍ଡର ବୁଧବାର ନିଜ ଦିନିକିଆ ପଦାର୍ପଣବେଳର ଏକ ଫଟୋ ଶେୟାର କରିଛନ୍ତି। ଉକ୍ତ ଫଟୋରେ ତାଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ ଦଳୀୟ…

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ ଦେବେ ସେହଓ୍ବାଗ

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହଓ୍ବାଗ ଏକ ମହତ କାମ ପାଇଁ ହାତ ବଢାଇଛନ୍ତି। ସେ ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ମାଗଣା କ୍ରିକେଟ ଟ୍ରେନିଂ…

ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ

କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍‌.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗିବାରୁ…

ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଘେରାଉ

ବାସୁଦେବପୁର,୧୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନଗର କଂଗ୍ରେସ କମିଟି ପକ୍ଷରୁ ବିଭିନ୍ନ ସମସ୍ୟାର ସମାଧାନ ନେଇ ବୁଧବାର ପୌରପାଳିକା କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା କଂଗ୍ରେସ ସଭାପତି…

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,…

ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ଲାଗି ରାଜି ହେଲା ସୁନ୍ନି ଓ୍ବାକଫ ବୋର୍ଡ

ନୂଆଦିଲ୍ଲୀ,୧୬।୧୦: ଅଯୋଧ୍ୟା ପ୍ରସଙ୍ଗରେ ମଧ୍ୟସ୍ଥିଙ୍କ ଯୋଜନା ଅନୁସାରେ ସୁନ୍ନି ଓ୍ବାକଫ୍‌ ବୋର୍ଡ ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛି।…

ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ

ହାଟଡ଼ିହୀ,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ମହାବିଦ୍ୟାଳୟଠାରେ ହାଟଡିହୀ ବ୍ଲକ ବିଜେଡି ତରଫରୁ ବୁଧବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ…