ଚିଦାମ୍ବରମଙ୍କୁ ଗିରଫ କରିବାକୁ ଇଡିକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୫।୧୦: ଚିଦାମ୍ବରମଙ୍କୁ ଲାଗିଛି ଝଟକା। ଆଏନ୍‌ଏକ୍ସ ମିଡିଆ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରିବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି…

ସରକାରୀ ଡାକ୍ତରଖାନାରେ ଏମିତି ଚାଲିଛି ରୋଗୀସେବା: ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କୁ ଘରୋଇ କ୍ଲିନିକ୍‌ ଯିବା ଲାଗି କହିଲେ ଡାକ୍ତର

ପୁରୀ ଅଫିସ,୧୫।୧୦ : ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କୁ ଜନୈକ ଡାକ୍ତର ଘରୋଇ କ୍ଲିନିକ୍‌ରେ ଚିକିତ୍ସା ଏବଂ…

୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ପିଏମ୍‌ସି ଜମାକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ(ପିଏମ୍‌ସି)ବ୍ୟାଙ୍କର ଆଉ ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର ମୁଲୁଣ୍ଡ ଅଞ୍ଚଳରେ ରହୁଥିବା ୫୯ ବର୍ଷୀୟ ଫଟୋମଲ ପଞ୍ଜାବୀଙ୍କ…

ଧରିତ୍ରୀ ପ୍ରଭାବ: ଅଭିଯୁକ୍ତଙ୍କ ସହ ପୋଲିସର ସେଲ୍ଫି ନେବା ଆଇଆଇସିଙ୍କୁ ପଡିଲା ମହଙ୍ଗା

ପୁରୀ ଅଫିସ,୧୫।୧୦: ଦିଲୀପ ସ୍ବାଇଁ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ମୁନା ଓରଫ ରାଧାମୋହନ ବିଶ୍ୱାଳଙ୍କ ସହ ଚନ୍ଦ୍ରଭାଗା ମେରାଇନ ଥାନାଧିକାରୀ ବୁଲୁ ମୁଣ୍ଡା ସେଲ୍ପି ନେବା ତାଙ୍କୁ…

ମାଲେସିଆକୁ ମହଙ୍ଗା ପଡ଼ିପାରେ ପାକିସ୍ତାନକୁ ସମର୍ଥନ

କୁଆଲା ଲମପୁର,୧୫।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉପରେ ମାଲେସିଆ ପାକିସ୍ତାନର ସପକ୍ଷରେ ବାହାରିବା ପରେ ଭାରତ ଓ ମାଲେସିଆ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁସାରେ,…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ…

ଶିଆଳ କାମୁଡାରେ ଦୁଇ ଆହତ

ହାଟଡିହି, ୧୫।୧୦:ହାଟଡିହି ବ୍ଲକ ସରଳ ଗାଁ’ରେ ଶିଆଳ କାମୁଡାରେ ୩ ବର୍ଷର ଶିଶୁ ଆହତ ହୋଇ ଆନନ୍ଦପୁର ମେଡକାଲରେ ଚିକିତ୍ସାଧୀନ ଅଛନ୍ତି। ବିନୋଦ ଜେନାଙ୍କ ୩ ବର୍ଷର…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ।…

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌ ଭାବେ…

୨୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଶିବକୁମାର

ନୂଆଦିଲ୍ଲୀ,୧୫।୧୦: ବଢିଲା କଂଗ୍ରେସ ନେତା ଡିକେ. ଶିବକୁମାରଙ୍କ ବିଚାର ବିଭାଗୀୟ ହାଜତ ମିଆଦି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିବେ। ମଙ୍ଗଳବାର…