୨୫ ହଜାର ହୋମ୍‌ଗାର୍ଡଙ୍କୁ ଛଟେଇ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୨୫ ହଜାର ହୋମ୍‌ ଗାର୍ଡ଼ଙ୍କୁ ଛଟେଇ କରିଛନ୍ତି। ରାଜ୍ୟର ବଜେଟରେ ସମନ୍ବୟ ରକ୍ଷା କରିବା ପାଇଁ ଏଭଳି କରାଯାଇଥିବା…

ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍‌ଶୀଘ୍ର ତିନୋଟି ରୁଟ୍‌ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ ବିଶାଲ…

ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍‌ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍‌କୁ ଅଟକାଇ ଆତଙ୍କବାଦୀ…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି…

ପେପର ବିକ୍ରେତାରୁ ଦେଶର ମିଶାଇଲ୍‌ ମ୍ୟାନ୍‌

ମିଶାଇଲ ମ୍ୟାନ ନାମରେ ଜଣାଶୁଣା ଡଃ ଏ.ପି.ଜେ ଅବଦୁଲ କଲାମଙ୍କର ଆଜି ହେଉଛି ୮୭ତମ ଜନ୍ମଜୟନ୍ତୀ। ଅକ୍ଟୋବର ୧୫ ତାରିଖ ୧୯୩୧ ମସିହାରେ ତାମିଲନାଡୁ ରାମେଶ୍ୱରମଠାରେରେ ଜନ୍ମଗ୍ରହଣ…

ଓଟିଇଟି ପରୀକ୍ଷାରେ ବିଭ୍ରାଟ ଘଟଣା: ବୋର୍ଡ କାର୍ଯ୍ୟାଳୟ ଘେରାଉ

କଟକ ଅଫିସ,୧୫ା୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାରେ ଅନେକ ବିଭ୍ରାଟ ଘଟିଛି। ଗତ ୯ ତାରିଖରେ ବୋର୍ଡ ପକ୍ଷରୁ…

ପହିଲି କାର୍ତ୍ତିକ ଅବସରରେ ଚନ୍ଦ୍ରଭାଗାରେ ହବିଷିଆଳିଙ୍କ ଭିଡ଼

କୋଣାର୍କ, ୧୫ା୧୦(ଡି.ଏନ୍‌.ଏ.): ଚନ୍ଦ୍ରଭାଗାଠାରେ ପହିଲି କାର୍ତ୍ତିକ ଅବସରରେ ହବିଷିଆଳିଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ପବିତ୍ର କାର୍ତ୍ତିକମାସ ଅବସରରେ ମାସ ବ୍ୟାପି ବ୍ରତ ପାଳନ ଓ ସୂର୍ଯ୍ୟନାରାୟଣଙ୍କ ପୂଜାର୍ଚ୍ଚନା…

ଶ୍ରୀକ୍ଷେତ୍ରରେ ୬ହଜାର ହବିଷିଆଳିଙ୍କ ସମାଗମ

ପୁରୀ ଅଫିସ, ୧୫ା୧୦: ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଏହି ପୂଣ୍ୟ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ପୁରୀରେ ରହି କାର୍ତ୍ତିକ ବ୍ରତ…

ହୋମ୍‌ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍‌ଆର୍‌ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା ଘଟଣା…

ଦ୍ୱିତୀୟ କୋଣାର୍କ ନିର୍ମାଣ କରିବେ ଓମ୍‌ବାବା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିଭିନ୍ନ ସମୟରେ ବିବାଦରେ ରହି ଆସିଥିବା ଓମ୍‌ବାବା ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଓଡ଼ିଶାରେ ଦ୍ୱିତୀୟ କୋଣାର୍କ (ସୂର୍ଯ୍ୟ) ମନ୍ଦିର ନିର୍ମାଣ କରିବା ପାଇଁ ଦିଲ୍ଲୀରୁ…