ଡିସେମ୍ବର ୧୦ ଯାଏ ୧୪୪

ନୂଆଦିଲ୍ଲୀ,୧୫ା୧୦: ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ହିଂସାକାଣ୍ଡ ସୃଷ୍ଟି ହେବା ଆଶଙ୍କାରେ ଅଯୋଧ୍ୟାରେ ୧୪୪ ଧାରା ଜାରି…

ମୋ ସରକାର ଟିମ୍‌ର ପ୍ରଥମ ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋରାପୁଟରେ ହେବ କମ୍ପୋଜିଟ୍‌ ହସ୍ପିଟାଲ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ସଦର ମହକୁମା ଚିକିତ୍ସାଳୟ ଏବଂ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୪ଟି ରୋଗୀ କଲ୍ୟାଣ ସମିତିକୁ…

ସୋସିଆଲ ମିଡିଆରେ ଆଧାର ସଂଯୋଗ: ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୦: ସୋସିଆଲ ମିଡିଆ ସହ ଆଧାର ସଂଯୋଗକୁ ବାଧ୍ୟତାମୂଳକ କରିବା ଲାଗି ହୋଇଥିବା ଏକ ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସବୁ…

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌. ମୋଦି…

ଆର୍ମି ନିଯୁକ୍ତି ପାଇଁ ଆସି ହଟହଟା: ଫୁଟ୍‌ପାଥରେ ରାତି କଟାଉଛନ୍ତି ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ସୋମବାର ମଧ୍ୟାହ୍ନ। ସ୍ଥାନ ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ରାସ୍ତା। ବିହାରର ଆଶିଷ କୁମାର ଏମ୍‌ଏଲ୍‌ଏ କ୍ୱାର୍ଟର୍ସ ସାମ୍ନା ଫୁଟ୍‌ପାଥରେ ମନସ୍ତାପରେ ବସିଥିଲେ। ତାଙ୍କର…

୧୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟି ଖଣି ନିଲାମ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୫ ଲୁହାପଥର, ୨ ମାଙ୍ଗାନିଜ୍‌ ଏବଂ ୩ଟି ଲୁହାପଥର…

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା…

୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା

ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ ଉତ୍ସବମୁଖର…

ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ

କପ୍ତିପଦା,୧୫ା୧୦(ଡି.ଏନ୍‌.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ…

ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର

ଉଦଳା,୧୫ା୧୦(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ କମିଟି…