ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବଢିଲା

ନୂଆଦିଲ୍ଲୀ,୧୫-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବୃଦ୍ଧି ଘଟିଛି। ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀ ଦରଦାମ ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାରଙ୍କ ଡାଟାରୁ…

ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାରକୁ ବିପୁଳ ରେସ୍‌ପନ୍ସ

ଭୁବନେଶ୍ୱର,୧୫-୧୦: ସ୍ଥାନୀୟ ଜନତା ମୈଦାନଠାରେ ଚାଲୁଥିବା ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାରକୁ ଗ୍ରାହକଙ୍କ ପକ୍ଷରୁ ଭଲ ରେସ୍‌ପନ୍ସ ମିଳୁଛି। ଚତୁର୍ଥଥର ପାଇଁ ଏହା ଆୟୋଜନ ହୋଇଥିବା ବେଳେ…

ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସେବା

ପରଜଙ୍ଗ, ୧୫ା୧୦(ଡି.ଏନ.ଏ.)ଦୀର୍ଘ ଦିନ ହେବ ବିଭିନ୍ନ ସମସ୍ୟା ଘେରରେ ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଡାକ୍ତର କର୍ମଚାରୀଙ୍କ ଅଭାବ, ନିଯୁକ୍ତ ଡାକ୍ତରଙ୍କ ମନମୁଖି ସେବା, ଆବଶ୍ୟକ…

ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି

ଭୁବନ,୧୫ା୧୦ (ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି। ଏହା…

ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ

ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ…

ହୋମ୍‌ଗାର୍ଡଙ୍କୁ ଗାଳିଗୁଲଜ, ଧମକ ଦେବା ଘଟଣା ପାଲଟା ଅଭିଯୋଗ କଲେ ବିଜେଡି ନେତା

ବରୀ/ରତ୍ନଗିରି,୧୫।୧୦(ସ୍ବ.ପ୍ର/ଡିଏନଏ)- ବରୀରେ ହୋମଗାର୍ଡ ଓ ବିଜେଡି ନେତାଙ୍କ ବିବାଦ ତେଜିବାରେ ଲାଗିଛି। ଗତ ୯ ତାରିଖ ବରୀ ଥାନାର ଜଣେ ହୋମଗାର୍ଡଙ୍କୁ ଗାଳିଗୁଲଜ ଓ ଧମକ ଦେବା…

ଆନ୍ତଃରାଜ୍ୟ ସିବିଏସ୍‌ଇ କବାଡି ପ୍ରତିଯୋଗିତା ଉଦ୍‌ଯାପିତ

ଯାଜପୁର ରୋଡ,୧୪।୧୦(ନି.ପ୍ର)- ବ୍ୟାସନଗର ପବ୍ଲିକ ସ୍କୁଲରେ ଚାଲିଥିବା ଆନ୍ତଃରାଜ୍ୟ ସିବିଏସଇ କବାଡି ପ୍ରତିଯୋଗିତା ସୋମବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଓଡ଼ିଶା, ଛତିଶଗଡ଼ ଓ ପଶ୍ଚିମବଙ୍ଗ ୩ଟି…

ପେଟପାଟଣାରେ ବନ୍ଧା ପଡ଼ିଛି ପାରା ଅଲିମ୍ପିକର ସ୍ବପ୍ନ: ଶ୍ରମିକ ସାଜିଛନ୍ତି ଅନ୍ତର୍ଜାତୀୟ କରାଟେକା

ରାୟଗଡ଼ା ଅଫିସ,୧୫।୧୦ପିଲା ବୟସରେ ମା’ ଚାଲିଗଲେ। ପୋଲିଓ ଯୋଗୁ ଡାହାଣ ଗୋଡ଼ ତାଙ୍କୁ ଦିବ୍ୟାଙ୍ଗ ସଜେଇଦେଲା। ପେଟ ପାଇଁ ଚା’ ଦୋକାନରେ କାମ କରୁଥିଲେ ସେ। ଜୀବନ…

ଫେକ୍‌ ଆଇଡି କରି ହିନ୍ଦୁ ଯୁବତୀଙ୍କୁ ସଂଖ୍ୟାଲଘୁ ଯୁବକ ଫସାଉଥିବା ଅଭିଯୋଗ: ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ଏସ୍‌ପିଙ୍କୁ ଦାବିପତ୍ର

କୋରେଇ,୧୫।୧୦(ସ୍ବ.ପ୍ର)- ଯାଜପୁର ଜିଲାର ବିଭିନ୍ନସ୍ଥାନ ବିଶେଷ କରି ବରୀ ଅଞ୍ଚଳରେ ସଂଖ୍ୟାଲଘୁ ସମ୍ପ୍ରଦାୟର କେତେଜଣ ଯୁବକ ଫେସ୍‌ବୁକ୍‌ରେ ହିନ୍ଦୁ ଯୁବକ ନାମରେ ଫେକ୍‌ ଆଇଡି ଖୋଲି ହିନ୍ଦୁ…

ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟକୁ ନେଇ ଅନିଶ୍ଚିତତା

ବଲାଙ୍ଗୀର ଅଫିସ, ୧୫ା୧୦ କେବିକେ ଅଞ୍ଚଳରେ ପ୍ରସ୍ତାବିତ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ ସମ୍ପ୍ରତି ଶୀତଳ ଭଣ୍ଡାରରେ ରହିଛି ା ଏ ନେଇ ସୂଚନା…