ପୂର୍ବ ଶତ୍ରୁତାରୁ ଆକ୍ରମଣ: ଖଣ୍ଡା ଚୋଟରେ ଯୁବକ ମୃତ, ଜଣେ ଅଟକ

କବିସୂର୍ଯ୍ୟନଗର,୧୪ା୧୦-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କନିଆରୀ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ରକରି ସାଙ୍ଗଙ୍କ ଖଣ୍ଡା ଚୋଟରେ ଜଣେ…

ମହିଳା କ୍ରିକେଟ୍‌: ଭାରତର ସିରିଜ ସୁଇପ୍‌

ଭଦୋଦରା, ୧୪।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ସୋମବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଭାରତ ୬ ରନରେ…

ଆଇସିସି ଟେଷ୍ଟ : ର଼୍ୟାଙ୍କିଙ୍ଗ୍‌ ସ୍ମିଥ୍‌ଙ୍କ ନିକଟତର ହେଲେ କୋହଲି

ଦୁବାଇ, ୧୪ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ ତାଲିକାର…

ବଳାତ୍କାର ଅଭିଯୋଗରେ ୨ ଅଟକ

ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ…

ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି ଦଳରେ…

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର ଜିଲା…

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ…

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଖୁବ୍‌ଶୀଘ୍ର ପୂରଣ ହେବ ବରୁଣଙ୍କ ସ୍ବପ୍ନ

ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି। ନିଜେ ବରୁଣ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ ଶେୟାରକରି ଏହା କହିଛନ୍ତି। ପ୍ରକୃତ କଥା ହେଲା ପରମବୀର…

ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…

ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ…