ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌: ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସ ହୋଇଥିଲେ ନିଯୁକ୍ତ; ୨ଶହ ସିସିଟିଭି ଫୁଟେଜ୍‌ ଯାଞ୍ଚ୍‌

ନୂଆଦିଲ୍ଲୀ,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀଙ୍କ ପର୍ସ ଲୁଟ୍‌ କରିଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ୭ ଶହ ପୋଲିସଙ୍କୁ ନିଯୁକ୍ତ କରାଯାଇଥିଲା। ସେହିପରି ଏହି କାର୍ଯ୍ୟରେ ୨…

୭୦ ଦିନ ପରେ କଶ୍ମୀର ଘାଟିରେ ବାଜିଲା ୪୦ଲକ୍ଷ ଫୋନ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବାର ଦୀର୍ଘ ୭୦ ଦିନ ପରେ ସୋମବାରରୁ ଘାଟିରେ ୪୦ଲକ୍ଷରୁ ଊର୍ଦ୍ଧ୍ୱ ମୋବାଇଲ ସେବା ଆରମ୍ଭ ହୋଇଛି। ଏହି ସବୁ ଫୋନ…

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି…

ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ବ୍ଲେଡ୍‌ରେ କାଟି ଦେଲେ ସହପାଠୀ

ମଦୁରାଇ,୧୪।୧୦: ତାମିଲ୍‌ନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦୁରାଇର ଏକ ସ୍କୁଲରେ ଜଣେ ଦଳିତ ଛାତ୍ରଙ୍କ ବେକ ପଛପଟୁ ଅଣ୍ଟା ପର୍ଯ୍ୟନ୍ତ ଜଣେ ସହପାଠୀ ବ୍ଲେଡ୍‌ରେ କାଟି…

କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ…

ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ

ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ…

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର…

ଆତଙ୍କବାଦ ଚିନ୍ତାଧାରା ହଟାଇବା ପାଇଁ ହେବ ଉଦ୍ୟମ: ପାକିସ୍ତାନକୁ ଚେତାବନୀ ଦେଲେ ଡୋଭାଲ୍‌

ନୂଆଦିଲ୍ଲୀ,୧୪।୧୦: ଭାରତରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ଜାରି ରହିଛି। ତେବେ ଏବେ ଏଭଳି ଚିନ୍ତାଧାରାକୁ ହଟାଇବା ପାଇଁ ଉଦ୍ୟମ କରାଯିବ। ପାକିସ୍ତାନ ଦେଶର ଶାସନ ବ୍ୟବସ୍ଥାରେ ଆତଙ୍କବାଦକୁ ଜଡ଼ିତ…

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଫଳରେ…

ଚିନ୍ତାରେ ପାକିସ୍ତାନ: ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଇସ୍‌ଲାମାବାଦ,୧୪।୧୦: ପାକିସ୍ତାନରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜଣାପଡିଛି। ଏହାକୁ ନେଇ ଏବେ ପାକିସ୍ତାନର ଚିନ୍ତା ବଢିଯାଇଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ…