ନୂଆଦିଲ୍ଲୀ,୧୪-୧୦: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ଅର୍ଥନୀତିରେ ସୁଧାର ଆଣିବା ଲାଗି ବ୍ୟାଙ୍କଗୁଡ଼ିକର କାର୍ଯ୍ୟଧାରାକୁ ସେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।…
ଜଲଗାଓଁ,୧୪ା୧୦(ପି.ଟି.): ବିରୋଧୀ ଦଳଗୁଡ଼ିକର ସାହସ ଥିଲେ ସେମାନେ ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦ ଅନୁଚ୍ଛେଦ ଫେରାଇ ଆଣିବା ପାଇଁ ଘୋଷଣା କରନ୍ତୁ। ମହାରାଷ୍ଟ୍ରର ଜଲଗାଓଁରେ ରବିବାର ଏକ…
ନୂଆଦିଲ୍ଲୀ,୧୪-୧୦: ଜିଏସ୍ଟି ରାଜସ୍ବରେ ଉନ୍ନତି ଆଣିବା ଲାଗି ସରକାର ଗଠନ କରିଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ଗତ ସପ୍ତାହରେ ଏହି…
ଭୁବନେଶ୍ୱର,୧୪-୧୦: ଗୋକୁଲ୍ ବେକରୀର ୧୧ତମ ଆଉଟ୍ଲେଟ କଟକର କଲେଜ ଛକଠାରେ ଖୋଲିଛି। ଗୋକୁଲର ପ୍ରତିଷ୍ଠାତା ଅଶୋକ ଅଗରଓ୍ବାଲ ଏବଂ ଅମିତ ସିଂଘାନିଆ ଏହାକୁ ଉନ୍ମୋଚନ କରିଥିଲେ। ଏଠାରେ…
ତ୍ରିନିଦାଦ୍,୧୪।୧୦- ଚଳିତ କାରିବିୟନ ପ୍ରିମିୟର ଲିଗ୍ରେ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ବାର୍ବାଡସ ଟ୍ରାଇଡେଣ୍ଟ ଚାମ୍ପିୟନ ହୋଇଛି। ଏହା ଦଳର ଦ୍ୱିତୀୟ ସିପିଏଲ ଟାଇଟଲ। ଏଠାରେ ଶନିବାର ରାତିରେ…
ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ…
ସୋନପୁର,୧୪ା୧୦(ନି.ପ୍ର.) ପୂଜା ମଣ୍ଡପକୁ ଶନିବାର ବିଳମ୍ବିତ ରାତିରେ ଦେବୀ ଗୌରୀଙ୍କ ଆଗମନ ପରେ ସୁବର୍ଣ୍ଣପୁରରେ ଆରମ୍ଭ ହୋଇଛି ପରମ୍ପରା ଓ ଦେବାଙ୍ଗ ସଂସ୍କୃତିର ମହାପାର୍ବଣ ପ୍ରସିଦ୍ଧ ହରଗୌରୀ…
ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ ହୋଇ…
ନୂଆଦିଲ୍ଲୀ, ୧୪ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଛି। ଏମିତିକି ସୋସିଆଲ ମିଡିଆରେ ମଧ୍ୟ ମୋଦି ଅନୁଗାମୀଙ୍କ ସଂଖ୍ୟା ଢ଼େର୍ ଅଧିକ। ଟୁଇଟରରେ ମୋଦିଙ୍କ ଜବରଦସ୍ତ…
ନୂଆଦିଲ୍ଲୀ,୧୪।୧୦(ପି.ଟି.)- ଆସନ୍ତା ନଭେମ୍ବର ୧ ଓ ୨ ତାରିଖରେ ଭୁବନେଶ୍ୱରରେ ଖେଳାଯିବାକୁ ଥିବା ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ୱାଲିଫାୟର ପାଇଁ ହକି ଇଣ୍ଡିଆ ରବିବାର ୨୨ ଖେଳାଳିଙ୍କୁ ନେଇ…