ପିଏମ୍‌ସି ବ୍ୟାଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଆଯାଇଛି: ସୀତାରାମନ

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ୍‌ (ପିଏମ୍‌ସି) ବ୍ୟାଙ୍କ ଜମାକାରୀଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଆଶ୍ୱାସନା ଦେଇଛନ୍ତି। ଏହି ମାମଲା ଉପରେ ରିଜର୍ଭ ବ୍ୟାଙ୍କ ଗଭର୍ନର…

ଭୂଷଣ ଷ୍ଟିଲର ୪ ହଜାର କୋଟି ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୩-୧୦: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡ(ବିପିଏସ୍‌ଏଲ୍‌)ର ୪ ହଜାର କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। କମ୍ପାନୀ ବିରୋଧରେ ଋଣ ଠକେଇ ଅଭିଯୋଗ…

ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପରଜଙ୍ଗ, ୧୩।୧୦(ଡି.ଏନ୍‌.ଏ.) - ଜଣେ ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ ଦେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି ମହାବିରୋଡ ରେଞ୍ଜର ସୁବ୍ରତ ବେହେରା। ଏହାର ଫଟୋ ସୋସିଆଲ…

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି। ଏହି…

ସରିଲା ‘ଆଗ୍ନେୟ’: ଝୁମାଇଲେ ବିନୋଦ ରାଠୋଡ୍‌

ଢେଙ୍କାନାଳ ଅଫିସ, ୧୩।୧୦ - ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଚାଲିଥିବା ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ’ ଶନିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଜୁଳି କମ୍ପାନୀଙ୍କ ବକେୟା ପୈଠ ନେଇ କେନ୍ଦ୍ର ଶକ୍ତିମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩-୧୦: ବିଜୁଳି ଶକ୍ତି ଉତ୍ପାଦନକାରୀଙ୍କ ବକେୟା ବାବଦ ଅର୍ଥକୁ ରାଜ୍ୟଗୁଡିକ ଶୀଘ୍ର ପ୍ରଦାନ କରନ୍ତୁ। ଏହା ଦ୍ୱାରା ନିବେଶ ପ୍ରତି ଆକୃଷ୍ଟ ତଥା ନିବେଶକଙ୍କ ମନୋଭାବରେ ପରିବର୍ତ୍ତନ…

ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କରୁ ୪୪.୧ କୋଟି ଟଙ୍କା ଠକିଛନ୍ତି ଚୋକ୍‌ସୀ

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୧୩,୦୦୦ କୋଟି ଟଙ୍କା ଠକେଇରେ ସମ୍ପୃକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କରୁ ୪୪.୧ କୋଟି…

ଆଜି ଧରାବତରଣ କରିବେ ମା’ ଲକ୍ଷ୍ମୀ: ସଜେଇ ହୋଇଛି ୨୯ ମଣ୍ଡପ

ଅନୁଗୋଳ ଅଫିସ, ୧୩ା୧୦ - ଧରାବତରଣ କରିବେ ମା ଲକ୍ଷ୍ମୀ। ଏ ନେଇ ଅନୁଗୋଳ ସହର ସଜେଇ ହୋଇଛି। ରବିବାରଠାରୁ ମା’ଙ୍କ ପୂଜା ଆରମ୍ଭ ହେବ। ମା’ଙ୍କ…

ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍‌ ଯତ୍ନଶୀଳ ହେଉ: ସ୍ବରା ଭାସ୍କର

ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍‌ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ…

କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥ୍‌ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥ୍‌ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ…