ବିଜୟ ହଜାରେ ଟ୍ରଫି: ଶାନ୍ତନୁଙ୍କ ଚମତ୍କାର ବୋଲିଂ, ଓଡ଼ିଶା ବିଜୟୀ

କଟକ ଅଫିସ,୧୩ା୧୦- ଭଦୋଦରାର ମୋତିବାଗ୍‌ କ୍ରିକେଟ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚ୍‌ରେ ଓଡ଼ିଶା ୩୧ ରନରେ ବିଦର୍ଭକୁ ପରାସ୍ତ କରିଛି ।…

ଦଦ୍‌ରା କୁରିଆରେ ବିତୁଛେ ଜୀବନ୍‌

ସମ୍ବଲପୁର,୧୩ା୧୦(ବ୍ୟୁରୋ)- ପରିବାରର ଦୁଖ୍‌ କହେଲେ ନାଇଁସରେ। ଦୁଇବେଲା ଖାଏବାକେ ମିଲବାରଟା ଭିଡ଼ ହେଇଯାଉଛେ। ମୁଡ଼ ରଖବାର ଲାଗି ଛାତ୍‌ଟେ ନାଁଇଁନ। କୁଟୁମବସିଆ ଗୁଟେ ଦଦ୍‌ରା କୁରିଆରେ ୩…

ମାଟିରୁ କମୁଛି ଫସ୍‌ଫରସ୍‌

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଗତ କିଛିବର୍ଷ ହେବ ମାଟିରୁ ଫସ୍‌ଫରସ୍‌ ପରିମାଣ କମିବାରେ ଲାଗିଛି। ରାଜ୍ୟରେ ଧାନ ଏକ ପ୍ରମୁଖ ଫସଲ। ଜମିରେ ଫସ୍‌ଫରସ୍‌ ଅଭାବରୁ ଆଗାମୀ ଦିନରେ ଧାନ…

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ…

ସୁଲତାନ ଜୋହର କପ୍‌ ହକି: ବିଜୟରୁ ଭାରତର ଅଭିଯାନ

ଜୋହର ବାହରୁ, ୧୩।୧୦(ପି.ଟି.) - ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ନବମ ସୁଲତାନ ଜୋହର ବାହରୁ କପ୍‌ରେ ଭାରତୀୟ ଜୁନିୟର ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି।…

ଦୁଇ ହଷ୍ଟେଲରେ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ, ଶିକ୍ଷକଙ୍କୁ ବଦଳି କାର୍ଯ୍ୟାନୁଷ୍ଠାନକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୩ା୧୦-କନ୍ଧମାଳ ଜିଲା ମଙ୍ଗଳ ବିଭାଗ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ବିଭାଗ ଅଧୀନରେ ଚାଲିଥିବା ଦୁଇଟି ହଷ୍ଟେଲର ୨ ଛାତ୍ରୀଛାତ୍ରଙ୍କ ଗତ ମାସରେ ମୃତ୍ୟୁ…

ଆଜି ବିରାଜିବେ ଧନଦାତ୍ରୀ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ।…

ଦୁଇ ଘଣ୍ଟାରୁ କମ୍‌ ସମୟରେ ମାରାଥନ ଦୌଡ଼ିଲେ କିପଚୋଗେ

ଭିଏନା,୧୩।୧୦(ଏଏଫ୍‌ପି)- କେନିଆର ଅଭିଜ୍ଞ ଧାବକ ଇଲିଉଡ କିପଚୋଗେ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଦୁଇ ଘଣ୍ଟାରୁ କମ୍‌ ସମୟ ନେଇ ସେ ମାରାଥନ (୪୨.୨ କି.ମି.) ଦୌଡ଼ିଛନ୍ତି।…

ଜି.ଉଦୟଗିରି ବିଧାୟକଙ୍କ ମନ୍ତବ୍ୟକୁ ଭାଜପାର ବିରୋଧ

ଫୁଲବାଣୀ ଅଫିସ, ୧୩ା୧୦-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ସଭାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ସେ କହୁଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇନାହାନ୍ତି…

ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌: ଗିଲଖ୍ରୀଷ୍ଟ ଚାମ୍ପିୟନ

ମେଲବୋର୍ନ,୧୩।୧୦(ପି.ଟି.)- ଏଠାରେ ଅନୁଷ୍ଠିତ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସିଙ୍ଗାପୁରର ପିଟର ଗିଲଖ୍ରୀଷ୍ଟ ଭାରତର ସୌରଭ କୋଠାରୀଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। କୋଠାରୀଙ୍କୁ ୧୩୦୭- ୯୬୭ରେ ହରାଇ…