ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା…

ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌: ଭାରତକୁ ୭ ପଦକ; ପ୍ରଜ୍ଞାନନ୍ଦଙ୍କୁ ସ୍ବର୍ଣ୍ଣ ପଦକ

ମୁମ୍ବାଇ,୧୩।୧୦(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌ରେ ଚେନ୍ନାଇର ୧୪ ବର୍ଷୀୟ ଗ୍ରାଣ୍ଡ ମାଷ୍ଟର ଆର. ପ୍ରଜ୍ଞାନନ୍ଦ ଦମ୍‌ଦାର ପ୍ରଦର୍ଶନ କରି ସଫଳତମ ଖେଳାଳି ସାବ୍ୟସ୍ତ…

ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି

ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ…

ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍‌କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ…

ଅସୁରକ୍ଷିତ ଐତିହ୍ୟ: ଦିନେ ଏହା ଥିଲା ରାଜାଙ୍କ ସଭାଗୃହ

କେନ୍ଦୁଝର, ୧୩ା୧୦ (ସ୍ବ.ପ୍ର.)- ଗଡ଼ଜାତ ଶାସନ ସମୟରେ ନିର୍ମିତ ପୁରାତନ ଐତିହ୍ୟ ସମ୍ପନ୍ନ କୋଠାରେ ଚାଲିଛି କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ। ଗଡ଼ଜାତ ଶାସନବେଳେ ଏହାକୁ ରାଜା ସଭାଗୃହ…

ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି: ଦୀପ୍‌ଗ୍ରେସ୍‌, ଲିଲିମା ଓ ନମିତାଙ୍କୁ ସୁଯୋଗ; କଳିଙ୍ଗରେ ଭାରତୀୟ ମହିଳା ହକି କ୍ୟାମ୍ପ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି ମ୍ୟାଚ ଖେଳାଯିବ। ଉଭୟ ଭାରତୀୟ…

ଅବାଧରେ ଚାଲିଛି ବେଆଇନ କାଠମିଲ୍‌, ଡିପୋ

ଭଦ୍ରକ ଅଫିସ, ୧୩।୧୦- ଭଦ୍ରକ ଜିଲାରେ ଚୋରା କାଠ ବେପାରୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ କାଠ ମିଲ୍‌ ଓ…

ସୁବ୍ରତଙ୍କୁ ଭାରତୀୟ ଯୁବ ପୁରସ୍କାର

ବାରିପଦା ଅଫିସ,୧୩।୧୦- ମୟୂରଭଞ୍ଜ ଜିଲାର ଯୁବ ପ୍ରତିଭା ସୁବ୍ରତ ଦାସ ଓଡ଼ିଶାର ଏକମାତ୍ର ଯୁବକ ଭାବେ ଚଳିତବର୍ଷ ଭାରତୀୟ ଯୁବ ପୁରସ୍କାର ସମ୍ମାନ ଲାଭ କରିଛନ୍ତି। ଉତ୍ତର…

ଫାଇଲିନକୁ ବିତିଲା ୬ ବର୍ଷ: ବୁଢ଼ାବଳଙ୍ଗରେ ହୋଇପାରୁନି ଆଡ଼ିବନ୍ଧ

ବାରିପଦା ଅଫିସ,୧୩।୧୦- ସେଦିନ ଥିଲା ୨୦୧୩ ଅକୋ୍ଟବର ୧୩ ତାରିଖର କାଳ ରାତ୍ରି । ଫାଇଲିନ ବାତ୍ୟା ପ୍ରଭାବରେ ଫୁଲି ଉଠିଥିଲା ବୁଢ଼ାବଳଙ୍ଗ । ଚାହୁଁଚାହୁଁ ସେହି…

ପାଗଳା କୁକୁର କାମୁଡାରେ ୧୫ ଆହତ

ଖଇରା, ୧୩।୧୦(ଡି.ଏନ.ଏ.)-ଖଇରା ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡାରେ ୧୫ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଆହତ ହୋଇଛନ୍ତି। ଡୁଙ୍ଗୁରା ପଞ୍ଚାୟତ ବାରାହାପୁର ଗ୍ରାମରେ କୁକୁର…