ଆଜି ‘ବିଗ୍‌ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ…

ପରଦାରେ ‘ଦ ସ୍କାଏ ଇଜ୍‌ ପିଙ୍କ’: କନ୍ଦାଉଛି ପ୍ରିୟଙ୍କା-ଫରହାନଙ୍କ କାହାଣୀ

ମୁମ୍ବାଇ: ପରଦାରେ ପ୍ରିୟଙ୍କା ଚୋପ୍ରା ଏବଂ ଫରହାନ୍‌ ଅଖତର ଅଭିନୀତ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’। ଫିଲ୍ମ ଜରିଆରେ ପିସି ଅନେକ ଦିନ ପରେ ବଲିଉଡ୍‌କୁ…

ସବୁ ଧର୍ମକୁ ସମ୍ମାନ କରେ: ନୁସରତ

କୋଲକାତା,୧୧।୧୦: ତ୍ରୁଣମୂଳ କଂଗ୍ରେସର ଲ-ମେକର ତଥା ଅଭିନେତ୍ରୀ ନୁସରତ ଜାହାନ ଏବେ ପ୍ରାୟ ଅଧିକାଂଶ ସମୟରେ ରହୁଛନ୍ତି ଚର୍ଚ୍ଚାରେ। ଦୁର୍ଗାପୂଜା ଅବସରରେ ସେ ଏକ ପେଣ୍ଡାଲରେ ସିନ୍ଦୁର…

ଜାମିନ ମିଳିବା ପରେ ହାର୍ଦ୍ଦିକଙ୍କ ସହ ରେସ୍ତୋରାଁ ପହଞ୍ଚିଲେ ରାହୁଲ

ଅହମ୍ମଦାବାଦ,୧୧।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଗୁଜରାଟ ଅହମ୍ମଦାବାଦର ଏକ କୋର୍ଟରେ ମାନହାନି ମାମଲାକୁ ନେଇ ହାଜର ହୋଇଥିଲେ। ଏହି ମାମଲାରେ ତାଙ୍କୁ ଜାମିନ…

ବ୍ରାଡ୍‌ମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟର ଫାଦର କୁହାଯାଉଥିବା ଡନ୍‌ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ କୋହଲି ଅଧିନାୟକ ଭାବେ ସର୍ବାଧିକ ୯…

ଆଉ ଏକାଠି ଫଟୋ ଉଠାଇବେନି ସାରା-କାର୍ତ୍ତିକ

ଆଜିକାଲି ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ଯ୍ୟନଙ୍କୁ ବିଭିନ୍ନ ସ୍ଥାନରେ ସାଙ୍ଗ ହୋଇ ବୁଲିବା ଦେଖିବାକୁ ମିଳୁଛି। ଦୁଇଜଣ ଫିଲ୍ମ ‘ଲଭ୍‌ ଆଜ୍‌ କଲ -୨’ର…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ…

ବାଲିମେଳାରେ ଜବାହର ନବୋଦୟ ବିଦ୍ୟାଳୟ-୨ ଲୋକାର୍ପିତ

କୋରୁକୋଣ୍ଡା, ୧୧।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍‌ଏସିରେ ନୂତନଭାବେ ନିର୍ମିତ ଜବାହର ନବୋଦୟ ବିଦ୍ୟାଳୟ-୨ ଗୁରୁବାର ସ୍ଥାନୀୟ ଟାଉନହଲଠାରେ ଲୋକାର୍ପଣ ହୋଇଯାଇଛି। ୨୬…

୪୦ ଶତକ ଲଗାଇବାରେ କୋହଲି ପ୍ରଥମ ଭାରତୀୟ ଅଧିନାୟକ

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରରେ ସଫଳତାର ଆଉ ଏକ ଫଦ୍ଦର୍ଦ୍ଦ ଯୋଡ଼ିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା…

ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଶାନ୍ତି ନୋବେଲ ପୁରସ୍କାର

ଷ୍ଟକହୋମ୍‌,୧୧।୧୦: ଇଥିଓପିଆ ପ୍ରଧାନମନ୍ତ୍ରୀ ଅବି ଅହମ୍ମଦ ଅଲ୍ଲିଙ୍କୁ ଶାନ୍ତି ପାଇଁ ୨୦୧୯ର ନୋବେଲ ପୁରସ୍କାର ଦିଆଯାଇଛି। ଇଥିଓପିଆର ଚୀର ଶତ୍ରୁ ଇରିଟ୍ରିଆ ସହ ଚାଲିଥିବା ସଂଘର୍ଷର ସରଳ…