ପରିତ୍ୟକ୍ତ ଅବସ୍ଥାରେ ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମଗାର

ରାଇକିଆ,୨୬।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ରେ ଥିବା ଯାତ୍ରୀ ବିଶ୍ରାମଗାର ପରିତ୍ୟକ୍ତ ଅବସ୍ଥାରେ ରହିଛି। ଚଳିତ ବର୍ଷ ଜାନୁଆରୀ ମାସରେ ଏହାକୁ…

ବନ୍ଧାହେଲେ କୋଟିପତି ଜଙ୍ଗଲବାବୁ: ଘରୁ ମିଳିଥିଲା ୧ କୋଟି ୪୩ ଲକ୍ଷ ଟଙ୍କା, ଦେଢ଼ କେଜି ସୁନା

ଭୁବନେଶ୍ୱର,୨୬।୭: ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଶନିବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି। ଗୋଟିଏ…

ନାବାଳିକାଙ୍କୁ ଅପହରଣ କରି ରାଜ୍ୟ ବାହାରକୁ ନେଇଯାଇଥିଲେ ଯୁବକ: ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୬/୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ପରେ ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଯୁବକକୁ ପୋଲିସ…

ଚାଇନା ନମ୍ବର-୧, ଭାରତ ୨: ଏହି ତାଲିକାରେ ପଛରେ ପଡ଼ିଲା ଆମେରିକା

ନୂଆଦିଲ୍ଲୀ,୨୬।୭: ଭାରତ କୋଇଲା ଉତ୍ପାଦନ କ୍ଷେତ୍ରରେ ବିଶ୍ୱର ଦ୍ୱିତୀୟ ସର୍ବବୃହତ ଅର୍ଥନୀତି ପାଲଟିଛି। ଚାଇନା ୪୭୮୦.୦ ନିୟୁତ ଟନ କୋଇଲା ସହିତ ଶୀର୍ଷ ସ୍ଥାନ ହାସଲ କରିଛି।…

ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ହେଲେ ମୋଦି: ଆସିଲା ଚମ୍‌କାଇବା ଭଳି ରିପୋର୍ଟ

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ସମ୍ମୁଖରେ ନିଜର ଦକ୍ଷତା ପ୍ରମାଣିତ କରିଛନ୍ତି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା…

ପାକିସ୍ତାନକୁ ଧନ୍ୟବାଦ ଦେଲା ଆମେରିକା: ପହଲଗାମ ଆତଙ୍କବାଦୀ ଆକ୍ରମଣର ୩ ମାସ ପରେ କାହିଁକି ଏମିତି କହିଲା, ଜାଣନ୍ତୁ

ୱାଶିଂଟନ,୨୬।୭: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ୱାଶିଂଟନରେ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାରଙ୍କୁ ଭେଟିଥିଲେ। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ…

ବନ୍ଧୁତାରେ ଲାଗିଲା ରକ୍ତଛିଟା: ସାଙ୍ଗକୁ ଘରୁ ଡାକିନେଇ ବିଲ ହିଡ଼ରେ…

ଉଦଳା,୨୬।୭(ସନ୍ତୋଷ କୁମାର ବାଛିନି):ବନ୍ଧୁତାରେ ଲାଗିଲା ରକ୍ତଛିଟା। ଘରକୁ ଡ଼ାକିନେଇଥିଲେ ସାଙ୍ଗ, ଆଉ ବିଲ ହିଡ଼ରେ ବେକକୁ ହାଣି କଲେ ଲହୁଲୁହାଣ। ହେଲେ ବଞ୍ଚିଯାଇଛନ୍ତି ସାଙ୍ଗ। ଏଭଳି ଘଟଣା…

ପୁଅକୁ ସ୍ବପ୍ନରେ ଡାକିଲେ ନିଜ ମା’, ଆଉ ତା’ପରେ ଏମିତି ପଦକ୍ଷେପ ନେଲେ ମେଧାବୀ ଛାତ୍ର

ସୋଲାପୁର,୨୬ା୭:ମହାରାଷ୍ଟ୍ରର ସୋଲାପୁରରେ ଜଣେ ୧୬ ବର୍ଷୀୟ ମେଧାବୀ ଛାତ୍ର ମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଆତ୍ମହତ୍ୟା କରିଛନ୍ତି। ଶିବଶରନ ଉଟାଲି ତାଲକୋଟିଙ୍କ ମାଆ ୩ ମାସ ପୂର୍ବେ…

ପାରିବାରିକ କଳହର କରୁଣ ପରିସ୍ଥିତି: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ

ବୌଦ୍ଧ,୨୬।୭(ଅଜିତ କୁମାର ବାରିକ): ବୌଦ୍ଧ ଜ଼ିଲା ହରଭଂଗା ବ୍ଲକର ପୁରୁଣା କଟକ ଥାନା ପଛ ପଟେ ରହୁଥିବାଜଣେ ଯୁବକ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଜଣାପଡିଛି…