ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କ…

ବେଲପାହାଡ଼ ଲଢ଼େଇ : ବିନୋଦ ବନାମ ସତ୍ୟ

ଚଳିତ ଅପେରା ସିଜନରେ ନିଜ ନିଜ ନାଟକକୁ ଶତ ପ୍ରତିଶତ ଜଷ୍ଟିସ ଦେବାକୁ କେବଳ ପାର୍ଟିରେ ପ୍ରୋପ୍ରାଇଟର ନୁହନ୍ତି, କଳାକାରମାନେ ଅଣ୍ଟା ଭିଡ଼ିଛନ୍ତି। ନିକଟରେ ଶେଷ ହୋଇଛି…

ବାର୍‌ହା ଆକ୍ରମଣରେ ୨ ଗୁରୁତର

ଲଖନପୁର,୧୦।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା କନକତୋର ପଞ୍ଚାୟତର ଲୁହାବଗା ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ…

ଓଏଫ୍‌ଏସ୍‌ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର, ଡିଏଫ୍‌ଓ ଥିବା ବେଳେ ପଡ଼ିଥିଲେ ଭିଜିଲାନ୍ସ ଜାଲରେ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଗୁରୁବାର ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେ ହେଲେ ଓଏଫ୍‌ଏସ୍‌ ଅଫିସର ତଥା ପୂର୍ବତନ ଡିଏଫ୍‌ଓ ସୁଧାଂଶୁ ଶେଖର ମିଶ୍ର। ୨୦୧୬ରେ…

ପଞ୍ଜାବ ସୀମାରେ ପୁଣି ଦେଖାଗଲା ପାକିସ୍ତାନ ଡ୍ରୋନ

ଅମୃତସର,୧୦।୧୦: ପଞ୍ଜାବର ଫିରୋଜପୁର ଜିଲାରେ ବୁଧବାର ସନ୍ଧ୍ୟାରେ ପୁଣି ଥରେ ପାକିସ୍ତାନ ଡ୍ରୋନ୍‌ ଦେଖାଯିବାରୁ ବିଏସ୍‌ଏଫ୍‌ ଯବାନ ଆଲର୍ଟରେ ରହିଛନ୍ତି। ପାକିସ୍ତାନ ସୀମାରେ ଏହା ଦେଖାଯାଇଥିବାରୁ ପାକିସ୍ତାନ…

ଏସବୁ କାରଣ ପାଇଁ ଟ୍ରେନ୍‌ ବଗିରେ ଥାଏ ଲାଲ୍‌, ହଳଦିଆ ଏବଂ ନୀଳ ରଙ୍ଗର ଗାର

୧୮୫୩ ଏପ୍ରିଲ୍‌ ୧୬ ତାରିଖରେ ଭାରତରେ ରେଳସେବା ଆରମ୍ଭ ହୋଇଥିଲା। କିନ୍ତୁ ୧୯୫୧ରେ ରେଳସେବାକୁ ଜାତୀୟକରଣ କରାଯାଇଥିଲା। ସେବେଠାରୁ ଟ୍ରେନ୍‌ରେ କିଛି କୋଡ୍‌ ରହିଛି। ଯାହାକୁ ଆମେ…

ଅପେକ୍ଷାରେ ଆଲିୟା

ଆଲିୟାଙ୍କ ଅଭିନୀତ ‘ବ୍ରହ୍ମାସ୍ତ୍ର’ ଏବେ ରିଲିଜ ଅପେକ୍ଷାରେ ରହିଛି। ଏହି ଖୁସିରେ ସେ ଏକ ଡିନର ପାର୍ଟିର ଆୟୋଜନ କରିଥିଲେ। ଏଥିରେ ତାଙ୍କର କେତେ ଜଣ ଅନ୍ତରଙ୍ଗ…

ପ୍ରଥମ ଟେଷ୍ଟ ସଫଳତାକୁ ଦୋହରାଇ ପାରିଲେନି ହିଟ୍‌ମ୍ୟାନ୍‌: ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୭୯/୧

ପୁଣେ,୧୦।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟରେ ସଫଳତା ଅର୍ଜନ କରିଥିବା ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଦ୍ୱିତୀୟ ଟେଷ୍ଟରେ ତାକୁ ଦୋହରାଇ ପାରିନାହାନ୍ତି। ମାତ୍ର ୧୪ ରନରେ…

ଡରୁଛନ୍ତି ଦୀପିକା

ଦୀପିକାଙ୍କ ମନରେ ଏବେ ଭୟ ଘାରିଛି। ଗୋଟିଏ କଥା ପ୍ରକାଶ କରିବାକୁ ସେ ଡରୁଛନ୍ତି। କଥା କ’ଣ କି ନିକଟରେ ସେ ଏକ ନୂଆ ସିନେମାରେ ସାଇନ୍‌…

ଅଫିସରେ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ୫ ହଜାର ଟଙ୍କା ଜରିମାନା

ପୁଣେ,୧୦।୧୦:ମହାରାଷ୍ଟ୍ରର ବିଡ୍‌ ଜିଲାପାଳ ଆସ୍ତିକ ପାଣ୍ଡେ ଏକ ନିଆରା କାର୍ଯ୍ୟ ପାଇଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିଜ ଅଫିସରେ ପ୍ଲାଷ୍ଟିକ ବ୍ୟବହାର ହେବାରୁ ଏଥିପାଇଁ ନିଜକୁ ଦାୟୀ…