ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ରୁମ୍‌ରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବତୀ ଜଣକ ହେଲେ ବ୍ରହ୍ମପୁରର…

ଧରାପୃଷ୍ଠରୁ ବିଦାୟ ନେଲେ ମା’ ଦଶଭୁଜା: ସିନ୍ଦୂର ଖେଳରେ ବିଭୋର ହେଲେ ମହିଳା

ଅନୁଗୋଳ ଅଫିସ, ୧୦।୧୦- ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ମା’ ଦୁର୍ଗା। ୫ ଦିନର ପୂଜାର୍ଚ୍ଚନା ପରେ ବୁଧବାର ଅଶ୍ରୁଭରା ନୟନରେ ମା’ଙ୍କୁ ବିଦାୟ ଦେଇଛନ୍ତି ଅନୁଗୋଳବାସୀ। ସକାଳୁ…

ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀ;୧୦ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୧୦-୧୦: ଗ୍ଲୋବାଲ କମ୍ପିଟିଟିଭ୍‌ ଇଣ୍ଡେକ୍ସ ବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀରେ ଭାରତ ୧୦ଟି ସ୍ଥାନ ତଳକୁ ଖସି ୬୮ତମ ସ୍ଥାନରେ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡିକରେ ଉନ୍ନତି…

ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଯାପିତ

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ବୁଧବାର ଉଦ୍‌ଯାପିତ ହୋଇଛି। ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଅନ୍ତର୍ଗତ…

ଆରମ୍ଭ ହେଲା ରାଷ୍ଟ୍ରୀୟ ଡାକ ସପ୍ତାହ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବୁଧବାରଠାରୁ ‘ରାଷ୍ଟ୍ରୀୟ ଡାକ ସପ୍ତାହ’ ପାଳନ ଆରମ୍ଭ ହୋଇଛି। ୯ ଅକ୍ଟୋବର ‘ବିଶ୍ୱ ଡାକ ଦିବସ ପାଳନ’ ଅବସରରେ ପ୍ରଧାନ ଡାକପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ…

ପୁଅ, ୩ ସହଯୋଗୀ ଗିରଫ

ଅନୁଗୋଳ ଅଫିସ,୧୦।୧୦ - ବାପାଙ୍କୁ ମାଡ଼ ମାରି ଟଙ୍କା ଲୁଟିବା ଅଭିଯୋଗରେ ଅନୁଗୋଳ ପୋଲିସ ଜଣେ ପୁଅ ସହ ତାଙ୍କର ୩ ସହଯୋଗୀଙ୍କୁ ସୋମବାର ଗିରଫ କରିଛି।…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୦-୧୦:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚଳିତ ମାସ ୧୪ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ବ୍ୟାଙ୍କଗୁଡିକରେ ସ୍ଥିତିକୁ ତଥା ଅନ୍ୟ ପ୍ରସଙ୍ଗଗୁଡିକୁ ସେ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି।…

ବିଦାୟ ନେଲେ ଦୁର୍ଗତିନାଶିନୀ

ଢେଙ୍କାନାଳ ଅଫିସ, ୧୦।୧୦ - ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସିମିନଈ ଅଞ୍ଚଳରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ଶାରଦୀୟ ଦୁର୍ଗାପୂଜା। ମିଳିତ ଭସାଣି ଶୋଭାଯାତ୍ରାରେ ୧୦…

ମେଲାଣି ନେଲେ ମା’: ଦୁଲୁକିଲା ସହର

କାମାକ୍ଷାନଗର, ୧୦।୧୦(ଡି.ଏନ.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ ମେଢ଼ ମଧ୍ୟରୁ…

ଆରେ ଗଛକଟା ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଆରେ ଜଙ୍ଗଲରେ ଗଛକଟା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗଛକଟା ବନ୍ଦ କରି ସ୍ଥିତାବସ୍ଥା ଜାରି ରଖିବା ଲାଗି ସର୍ବୋଚ୍ଚ ଅଦାଲତ ମୁମ୍ବାଇ ମ୍ୟୁନିସିପାଲ…