ଭାରତ ଉପରେ ବିଶ୍ୱ ମାନ୍ଦାବସ୍ଥାର ପ୍ରଭାବ

ନୂଆଦିଲ୍ଲୀ,୧୦-୧୦: ମାନ୍ଦାବସ୍ଥାର ପ୍ରଭାବ ସାରା ବିଶ୍ୱର ଦେଶଗୁଡିକ ଉପରେ ଏବେ ପରିଲକ୍ଷିତ ହେଉଛି। ଏହାର ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ହାର ଏକ ଦଶନ୍ଧିର ସବୁଠାରୁ…

ସର୍ବାଧିକ ବିଳମ୍ବରେ ଫେରୁଛି ମୌସୁମୀ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଦକ୍ଷିଣପଶ୍ଚିମ ମୌସୁମୀ ବୁଧବାରଠାରୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି। ଚଳିତବର୍ଷ ମୌସୁମୀ ପ୍ରତ୍ୟାବର୍ତ୍ତନରେ ସର୍ବାଧିକ ବିଳମ୍ବ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ପଞ୍ଜାବ,…

ଦୁଦୁରୁକୋଟରେ ମହାମାୟାଙ୍କ ମହାପାର୍ବଣ: ବୀରତ୍ୱ ଦେଖାଇଲେ ପାଇକ

ସାତମାଇଲ, ୧୦।୧୦(ଡି.ଏନ୍‌.ଏ.) - ସ୍ବାଧୀନତା ସଂଗ୍ରାମରେ ବ୍ରିଟିଶ ବିରୋଧରେ ଲଢ଼େଇ କରି ପରାକ୍ରମ ଦେଖାଇଥିଲେ ବୀର ପାଇକ। ଦେଶମାତୃକା ସେବାରେ ପ୍ରାଣବଳି ଦେଇଥିବା ଏହି ଦୁର୍ଦ୍ଦଶ ଜାତିର…

ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ନିହତ

ଇସ୍‌ଲାମାବାଦ, ୧୦ା୧୦ : ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ଆସିମ୍‌ ଉମର ଆଫଗାନିସ୍ତାନର ହେଲ୍‌ମଣ୍ଡରେ ନିହତ ହୋଇଛନ୍ତି। ଭାରତଜନ୍ମିତ ଉମର ଆମେରିକା-ଆଫଗାନିସ୍ତାନର ମିଳିତ ଚଢ଼ାଉ ବେଳେ…

ଦିଲ୍ଲୀରେ ଟମାଟୋ କିଲୋ ୮୦

ନୂଆଦିଲ୍ଲୀ,୧୦-୧୦: ପିଆଜ ପରେ ଏବେ ଟମୋଟୋ ଦର ଆକାଶ ଛୁଆଁ ହୋଇଛି। ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋର କିଲୋ ପ୍ରତି ଦର ବୁଧବାର ୮୦ ଟଙ୍କା ଛୁଇଁଛି।…

୧୪୦୦ କି.ମି. ସବୁଜ ପ୍ରାଚୀର ନିର୍ମାଣ ଯୋଜନା

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଗୁଜରାଟରୁ ଦିଲ୍ଲୀ-ହରିୟାଣା ସୀମା ପର୍ଯ୍ୟନ୍ତ ୧୪୦୦ କିଲୋମିଟର ଦୀର୍ଘ ଓ ୫ କିଲୋମିଟର ପ୍ରସ୍ଥ ବିଶିଷ୍ଟ ସବୁଜ ବେଲ୍ଟ ନିର୍ମାଣ ଲାଗି କେନ୍ଦ୍ର ସରକାର ଯୋଜନା…

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୦: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ହାରକୁ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ସବୁ…

ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ, ଓଡ଼ିଆ…

ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୌପ୍ୟ, ୩ ବ୍ରୋଞ୍ଚ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଟାଏକୋଣ୍ଡୋ ସଂଘର ଖେଳାଳିମାନେ ବଲାଙ୍ଗିର ଜିଲା ଟିଟିଲାଗଡ଼ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବେଶ୍‌ ସଫଳତା ପାଇଛନ୍ତି। ଦାରିଙ୍ଗବାଡ଼ିକୁ…

ବିଶ୍ୱ ବିଚ୍‌ ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌: ଭବାନୀଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ବିଚ୍‌ ପେନ୍‌ଚାକ୍‌ ସିଲାଟ ଚାମ୍ପିୟନଶିପ୍‌ର ପ୍ରଥମ ସଂସ୍କରଣ ଥାଇଲାଣ୍ଡର ଫୁକେଟଠାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପକ୍ଷରୁ…