ବସ୍‌ ପଛରେ ପିଟିହେଲା ବସ୍‌: ୩୦ ଆହତ

ଫୁଲନଖରା,୧୦ା୧୦(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍‌ ପଛରେ ଅନ୍ୟ ଏକ ବସ୍‌ ପିଟି ହୋଇଯାଇଛି। ଫଳରେ ପଛ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ…

ଗାଡ଼ିରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ

ଫୁଲବାଣୀ ଅଫିସ, ୧୦ା୧୦- କନ୍ଧମାଳ ଜିଲା ଫୁଲବାଣୀ କରୋନେଶନ ପଡିଆରେ ୨ ଦିନ ଧରି ଏକ ବସ୍‌ରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ ହୋଇଥିଲା। ମହାକାଶ ପ୍ରଯୁକ୍ତିବିଦ୍ୟାର…

କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢିଲା

ନୂଆଦିଲ୍ଲୀ,୧୦-୧୦: କେନ୍ଦ୍ର ସରକାରଙ୍କ ୫୦ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀଙ୍କ ଲାଗି ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ…

ଅନ୍ୟ ନେଟଓ୍ବର୍କ କଲ୍‌ ଉପରେ ଚାର୍ଜ ନେବ ଜିଓ

ନୂଆଦିଲ୍ଲୀ,୧୦-୧୦: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ପ୍ରଥମଥର ଲାଗି ଏୟାରଟେଲ ଏବଂ ଭୋଡାଫୋନ ଭଳି ଅନ୍ୟ ନେଟଓ୍ବର୍କକୁ କଲ୍‌ ଉପରେ ଚାର୍ଜ ନେବ। ଅନ୍ୟ କମ୍ପାନୀର…

ମିଥାଲ ରାଜଙ୍କ କୃତୀତ୍ୱ

ଭଦୋଦରା, ୧୦।୧୦ (ପି.ଟି.)- ଭାରତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ମିଥାଲି ରାଜ ବୁଧବାର ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ ମହିଳା କ୍ରିକେଟର୍‌…

୬ ଆନ୍ତଃଜିଲା ଡକାୟତ ଗିରଫ

ବାଲିଗୁଡା,୧୦ା୧୦.(ଡି.ଏନ.ଏ.) - କନ୍ଧମାଳ ଜିଲା ବାଲିଗୁଡା ଥାନା କଞ୍ଜାଲଗୁ ଘାଟିରେ ବାଲିଗୁଡା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ୬ମାସ ଧରି ଉକ୍ତ…

ପଲିଥିନ ପ୍ଲାଷ୍ଟିକ୍‌ ଚଢ଼ାଉ: ଦିନକରେ ୫୫ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୦ା୧୦-ପଲିଥିନ୍‌, ପ୍ଲାଷ୍ଟିକ୍‌ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଆକ୍ଟୋବର ୨ରୁ ପ୍ଲାଷ୍ଟିକ, ପଲିଥିନ୍‌ ସାମଗ୍ରୀକୁ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା ପରେ ବିଏମ୍‌ସି…

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ।…

ଟି୨୦: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌: ହାସରଙ୍ଗା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ୍‌

ଲାହୋର,୧୦।୧୦- ପାକିସ୍ତାନ ବିପକ୍ଷ ଟି୨୦ ସିରିଜରେ ଭ୍ରମଣକାରୀ ଶ୍ରୀଲଙ୍କା ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଏଥିସହିତ ଦିନିକିଆ ସିରିଜ…

୨ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ

ଭଞ୍ଜନଗର,୧୦ା୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ତୁରୁମରେ ସୋମବାର ରାତିରେ ୨ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ସଂଘର୍ଷ ହୋଇଛି। ଏଥିରେ ଉଭୟ ପକ୍ଷର ୬ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି।…