ଟି୨୦ରେ ସର୍ବାଧିକ ଥର ୦ କରିବାର ରେକର୍ଡ

ଅନ୍ତର୍ଜାତୀୟ କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ଟି୨୦ରେ କିଛି ଅଲୋଡ଼ା ରେକର୍ଡ ରହିଛି। ସେଗୁଡ଼ିକ ମଧ୍ୟରୁ ସବୁଠୁ ଅଧିକ ଥର ଶୂନ୍ୟ(୦)ରେ ଆଉଟ୍‌ ହେବାର ରେକର୍ଡ ପାକିସ୍ତାନ…

ଝାରସୁଗୁଡ଼ାରେ ଲଜ୍ଜା: ପିଜୁଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ/ଲଖନପୁର,(ଡି.ଏନ.ଏ)- ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧୀନ ଏକ ଗ୍ରାମର ଜନୈକା ୭ ବର୍ଷର ନାବାଳିକାକୁ ସେହି ଗ୍ରାମର ଜଣେ ଯୁବକ ଗତ ସୋମବାର ବଳାତ୍କାର…

ରାଶିଫଳ: ବୁଧବାର , ଅକ୍ଟୋବର ୯ ତାରିଖ – Daily Horoscope

ମେଷ ପାରିବାରିକ ଅବ୍ୟବସ୍ଥା ବିଷୟ ଚିନ୍ତାକରି କଅଣ କରିବେ ଏବଂ କଅଣ ନ କରିବେ ଏହି ଚିନ୍ତାରେ ମନ ଭଲ ରହିବ ନାହିଁ ।ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ବନ୍ଧୁ…

ବିଜୟା ଦଶମୀରେ ମହିଳାଙ୍କ ସିନ୍ଦୂର ଖେଳ

ବାରିପଦା ଅଫିସ,୮।୧୦- ସଂସ୍କୃତି ଓ ପରମ୍ପରାକୁ ନେଇ ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣ କେନ୍ଦ୍ର ବାରିପଦା ସହର ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ସହରର ୨୬ଟି ପୂଜାମଣ୍ଡପରେ…

ବ୍ରାହ୍ମଣ ସାହିରେ ମା’ଙ୍କୁ ଆବାହନ

ରାୟଗଡା ଅଫିସ, ୮।୧୦: ରାୟଗଡା ସହରରେ ବିଜୟା ଦଶମୀ ପୂଜା ପାରମ୍ପରିକ ରୀତିନୀତିରେ ଚାଲିଛି। ରାୟଗଡା ବ୍ରାହ୍ମଣ ସାହିରେ ଅତି ଆଡ଼ମ୍ବରରେ ଦଶହରା ପୂଜା ଚାଲିଛି। ସକାଳୁ…

ବିଦାୟ ନେଲେ ମା’

ଆରଡ଼ି, ୮ା୧୦( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ସାନ ଓଳଗ ଓ ବଡ଼ ଓଳଗ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ମା’ ଦୁର୍ଗତି ନାଶିନୀଙ୍କୁ ବିଦାୟ ଦିଆଯାଇଛି।…

ହାର୍ଦ୍ଦିକଙ୍କୁ ସମାଲୋଚନା

ନୂଆଦିଲ୍ଲୀ,୮।୧୦: ପୂର୍ବତନ ପେସର ଜାହିର ଖାନ ସୋମବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ ଖେଳାଳି ଓ ବର୍ତ୍ତମାନ ଖେଳାଳିମାନେ ଶୁଭେଚ୍ଛା ଦେଇଥିଲେ।…

ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ରାୟଗଡା ଅଫିସ, ୮।୧୦-ଜେକେ କାଗଜ କାଳ ପକ୍ଷରୁ ଦୁର୍ଗାପୂଜା ପାଳନ କରାଯାଉଛି। ଦଶମୀରେ ମା’ଙ୍କ ଦର୍ଶନ କରିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ୫ଜଣ ପୁରୋହିତଙ୍କ…

ପୂଜା ସ୍ପେସିଆଲ ଡ୍ରାଇଭ, ୫୨ ଜୁଆଡି ଗିରଫ

ଛତ୍ରପୁର, ୮ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ପୋଲିସ ପକ୍ଷରୁ ଜୁଆ ଖେଳବେଳେ ଚଢ଼ାଉ କରାଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ନିର୍ଦ୍ଦେଶ ଅନୁସାରେ…

ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର…