ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ

ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି ଟ୍ରାକ୍ଟର…

ବଜ୍ରପାତରେ ଗାଈ ଜଗୁଆଳି ମୃତ

ଲଖନପୁର, ୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)। ସୂଚନାଥାଉକି,…

ଯେଉଁଠି ଦଶହରାରେ ରାବଣଙ୍କୁ ପୂଜା କରାଯାଏ

ଦେଶର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି…

ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା

କାକଟପୁର, ୭।୧୦(ଡି.ଏନ୍‌.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ ମୁହୂର୍ତ୍ତରେ…

ଇଂଲଣ୍ଡ ମୁଖ୍ୟକୋଚ୍‌ ସିଲଭରଉଡ୍‌

ଲଣ୍ଡନ,୭।୧୦(ଏଏଫ୍‌ପି): ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ ଖ୍ରିସ ସିଲଭରଉଡ୍‌ ନିଯୁକ୍ତ ହୋଇଛନ୍ତି। ସେ ଏବେ ଟ୍ରେଭର ବାଇଲିସଙ୍କ ସ୍ଥାନ ନେବେ। ଗତ ମାସରେ ଚୁକ୍ତି ଶେଷ…

ମା’ ସପ୍ତଫେଣୀଙ୍କ ନବରାତ୍ର ପୂଜା

କଣ୍ଟାପଡ଼ା,୭।୧୦(ଡି.ଏନ୍‌.ଏ.): କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ଉରାଢ଼ ଗ୍ରାମର ଶକ୍ତିପୀଠ ମା’ ସପ୍ତଫେଣୀଙ୍କ ପୀଠରେ ନବରାତ୍ର ପୂଜା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଗତ ରବିବାରଠାରୁ ଉକ୍ତ ଶକ୍ତିପୀଠରେ ପ୍ରତିଦିନ…

ଅସ୍ତ୍ରୋପଚାର ବେଳେ ହାର୍ଦ୍ଦିକ ପିନ୍ଧିଥିଲେ ୮୦ ଲକ୍ଷ ଟଙ୍କାର ଘଣ୍ଟା

ନୂଆଦିଲ୍ଲୀ,୭।୧୦: ବିଶ୍ୱକପ୍‌ରୁ ଭାରତୀୟ ଦଳ ବିଦାୟ ନେବା ପରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ଦୁଇଟି ମ୍ୟାଚ୍‌ ଖେଳିଛନ୍ତି। ନିକଟରେ ତାଙ୍କ ଅଣ୍ଟାର ନିମ୍ନ ଭାଗରେ ସଫଳ…

ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ:ଭିଏଚ୍‌ପି

କୋଲକାତା,୭।୧୦:ଦୁର୍ଗାପୂଜା ଅବସରରେ କୋଲକାତା ପୂଜା ମଣ୍ଡପରେ ପୂଜା କରିବାକୁ ନେଇ ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜହାଁ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହାକୁ ନେଇ ବହୁ ମୁସଲମାନ…

ସିମୁଳିଆରେ ଜମୁଛି ପୂଜା

ସିମୁଳିଆ, ୭।୧୦ (ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୫ଟି ମଣ୍ଡପରେ ଶାରଦୀୟ ଦୁର୍ଗା ପୂଜା ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହେଉଛି। ବିଭିନ୍ନ ସ୍ଥାନରେ ସୁନ୍ଦର…

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା କୁହାଯାଉଛି।…