ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ଯୋଗୁ ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ପ୍ରାପ୍ତି ପ୍ରଦାନ କରିବ । ଫଳପ୍ରଦ ଯାତ୍ରା ମନକୁ ସାମୟିକ…

ମୋବାଇଲ ଟାୱାର ସ୍ଥାପନ ନଁ।ରେ ଠକେଇ: ୪ ଗିରଫ, ନକଲି ନୋଟ ଜବତ

ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ଅନୁଷ୍କା ଶର୍ମା ନୁହେଁ, ଏହି ଅଭିନେତ୍ରୀଙ୍କ ଫିଲ୍ମ ଦେଖିବାକୁ ପସନ୍ଦ କରନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଯଦିଓ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ବିବାହ କରିଛନ୍ତି, କିନ୍ତୁ ତାଙ୍କୁ ଡେଟିଂ କରିବା ପୂର୍ବରୁ ସେ ବଲିଉଡର…

ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ କୋର୍ଟଚାଲାଣ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଅନ୍ୟ କୌଣସି ନୁହେଁ ବରଂ ରାଜଧାନୀ ଭୁବନେଶ୍ୱେରର ଲୋୟର ପିଏମ୍‌ଜିରେ ଘଟିଛି ଏହି ଘଟଣା। କୋରାପୁଟ ଜିଲା…

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଉତ୍ତର…

ଗାଡ଼ିରୁ ଖସି ଯୁବକ ମୃତ

ଗୁଣପୁର, ୭।୧୦(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ବ୍ଲକ ବନ୍ଧୁଗୁଡା ନିକଟରେ ସୋମବାର ଚଳନ୍ତା ଗାଡ଼ିରୁ ଖସପଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସେ ହେଲେ ଗଜପତି ଜିଲା ସେରଙ୍ଗ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ ଅଜଣା…

ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର…

ଦୁର୍ଗାପୂଜା ପାଇଁ ଉତ୍ସବମୁଖର ବିଜେପୁର

ବିଜେପୁର, ୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ପୁରପଲ୍ଲୀ ଶାରଦୀୟ ଦୁର୍ଗାପୂଜା ପାଇଁ ବେଶ୍‌ ଉତ୍ସବମୁଖର ହୋଇପଡ଼ିଛି। ଏହି କ୍ରମରେ ସ୍ଥାନୀୟ ଏନ୍‌ଏସି ସଦର ମହକୁମାସ୍ଥିତ…

ପୋଲ ଉପରୁ ତେଲ୍‌ ନଦୀକୁ ଖସିିଲା କୋଇଲା ବୋଝେଇ ଟ୍ରକ୍‌

ବଲାଙ୍ଗୀର ଅଫିସ, ୭।୧୦: ବଲାଙ୍ଗୀର ଜିଲା ତୁଷୁରା ନିକଟରେ ରବିବାର ରାତିରେ ତେଲ୍‌ନଦୀ ପୋଲ ଉପରୁ ନଦୀ ଭିତରକୁ ଏକ ଟ୍ରକ୍‌ ତଳକୁ ଖସି ପଡିଛି। ଗୁଡ୍‌ଭେଲା…