ଦୁଇ ମୋବାଇଲ୍‌ ଲୁଟେରା ଗିରଫ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର କରି…

ବିଦ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ,୬।୧୦: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ…

ବଜ୍ରପାତରେ ଦୁଇ ମୃତ, ଦୁଇ ଗୁରୁତର

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁରରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆନନ୍ଦପୁର…

ବାଲି ଉଠାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ରାୟଗଡ଼ା ଅଫିସ,୬।୧୦: ନାଗାବଳୀ ନଦୀରୁ ବାଲି ଉଠାଣକୁ ନେଇ ରବିବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କତାପେଟା ଟ୍ରାକ୍ଟର ମାଲିକମାନେ ନାଗାବଳୀ ନଦୀର ମାଲିଙ୍ଗା ତୁଠରୁ…

ସପାରେ ଯୋଗ ଦେଲେ ରମାକାନ୍ତ ଯାଦବଙ୍କ ସହ ଫୁଲନ ଦେବୀଙ୍କ ଭଉଣୀ

ଲକ୍ଷ୍ନୌ,୬।୧୦: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ରବିବାର କେତେଜଣ ନେତା ସମାଜବାଦୀ ପାର୍ଟି ହାତ ଧରିଛନ୍ତି। ଆଜମଗଡ଼ର ପୂର୍ବତନ ଏମ୍‌ପି ରମାକାନ୍ତ ଯାଦବ ତାଙ୍କ ସମର୍ଥକଙ୍କ…

ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ…

ମୋଦିଙ୍କ ପାଇଁ ଆସିବ କ୍ଷେପଣାସ୍ତ୍ର ପ୍ରତିରୋଧୀ ୨ଟି ବୋଇଂ-୭୭୭ ବିମାନ

ନୂଆଦିଲ୍ଲୀ,୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ପାଇଁ ୨୦୨୦ ସୁଦ୍ଧା ୨ଟି ବୋଇଂ-୭୭୭ ବିମାନ ଅଣାଯିବ। ଏହି ବିମାନ ଦୁଇଟି କ୍ଷେପଣାସ୍ତ୍ର ପ୍ରତିରୋଧୀ। ଏଥିରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ…

ଢୋଲ ବଜାଇ ଦୁର୍ଗାପୂଜା ପାଳନ କଲେ ନୁଶରତ

ଅଭିନେତ୍ରୀ ତଥା ଏମ୍‌ପି ନୁଶରତ୍‌ ଜହାଁ ଢୋଲ ଭିନ୍ନ ଢଙ୍ଗରେ ଦୁର୍ଗାପୂଜା ପାଳନ କରିଛନ୍ତି। ପବିତ୍ର ମହାଷ୍ଟମୀ ଅବସରରେ ସେ ସ୍ବାମୀ ନିଖିଲ ଜୈନଙ୍କ ସହ ପୂଜା…

ଭାଇରାଲ ହେଉଛି ବିଗ୍‌ ବିଙ୍କ ଫନି ଟିକ୍‌ଟକ୍‌ ଭିଡିଓ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ନିକଟରେ ସେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏମିତି ଏକ ଭିଡିଓ ଅପଲୋଡ କରିଛନ୍ତି ଯାହାକୁ…

ଫେରୁଛି ‘ରୋଜା’

ମୁମ୍ବାଇ: ମଣିରତ୍ନମଙ୍କ ନିର୍ଦ୍ଦେଶିତ ଫିଲ୍ମ ୧୯୯୨ରେ ପରଦାରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିବା ବେଳେ ଏବେବି ଏହା ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ଏଥିରେ ଅରବିନ୍ଦ ସ୍ବାମୀ…