ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ

ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ, ଜାତୀୟ…

ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ

ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ…

ଘରେ ଶୋଇଥିବା ଯୁବକଙ୍କୁ ଛୁରି ଭୁସି ହତ୍ୟା

ଦିଗପହଣ୍ଡି,୬ା୧୦(ଡି.ଏନ.ଏ.)-ସାମାନ୍ୟ ବଚସାକୁ ନେଇ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଘରେ ଶୋଇଥିବା ରବି ଓରଫ ରବୀନ୍ଦ୍ର ବାଡ଼ତ୍ୟାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ…

ଧରିତ୍ରୀ ପ୍ରଭାବ: ୧୦ ଖଣିରେ ୧୪୪ ଧାରା ଜାରି

ଖଇରା, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡ଼ରେ ବେଆଇନ ଭାବେ ଚାଲିଥିବା ୧୦ ଖଣିରେ ତହସିଲଦାର ପ୍ରଦୀପ କୁମାର ସାହୁ ଶୁକ୍ରବାର ୧୪୪ ଧାରା ଜାରି…

ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ

ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍‌ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍‌ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ ମାଛର…

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ମାଛ ବ୍ୟବସାୟୀ ନିଖୋଜ

ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ…

ସବୁଠାରୁ ଖରାପ ସ୍ଥିତିରେ ବାଣିଜି୍ୟକ ପରିବେଶ

ମୁମ୍ବାଇ,୬-୧୦: ସେପ୍ଟେମ୍ବର ତ୍ରୈମାସରରେ ଦେଶର ବାଣିଜି୍ୟକ ପରିବେଶ ସବୁଠାରୁ ଖରାପ ସ୍ଥିତିରେ ପହଞ୍ଚିଛି। ୨୦୦୮ ଆର୍ଥତ୍କ ଦୁଃସ୍ଥିତି ପରେ ଏଭଳି ସ୍ଥିତି ଗତ ତ୍ରୈମାସରେ ଘରୋଇ ବଜାର…

ରିଲାଏନ୍ସ ଡିଜିଟାଲର ଫେଷ୍ଟିଭାଲ ଅଫ୍‌ ଇଲେକ୍‌ଟ୍ରୋନିକ୍ସ

ଭୁବନେଶ୍ୱର,୬-୧୦: ରିଲାଏନ୍ସ ଡିଜିଟାଲ ପକ୍ଷରୁ ପାର୍ବଣ ଉପଲକ୍ଷେ ଫେଷ୍ଟିଭାଲ ଅଫ୍‌ ଇଲେକଟ୍ରୋନିକ୍ସ ଶୁଭାରମ୍ଭ ହୋଇଛି। ଏହି ସମୟରେ ରିଲାଏନ୍ସ ଡିଜିଟାଲରୁ କ୍ରୟ ଉପରେ ଗ୍ରାହକମାନେ ଆକର୍ଷଣୀୟ ଡିଲ…