ଶୁବମନ ଗିଲ୍‌ କରୁଛନ୍ତି ମନମାନୀ: ଅଧିନାୟକଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସାଥୀ ଖେଳାଳି

ମାଞ୍ଚେଷ୍ଟର,୨୫।୭: ଭାରତ ବନାମ ଇଂଲଣ୍ଡ ଇଂଲଣ୍ଡ ଚତୁର୍ଥ ଟେଷ୍ଟରେ ଇଂଲଣ୍ଡ ଏକ ଦୃଢ଼ ସ୍ଥିତିରେ ଅଛି, ଏହା ଟିମ ଇଣ୍ଡିଆ ପାଇଁ କର ବା ମର ମ୍ୟାଚ।…

ଅନାସ୍ଥା ପ୍ରସ୍ତାବକୁ ନେଇ ହଲଚଲ, ଚାଞ୍ଚଲ୍ୟକର ବୟାନ ଦେଲେ ଭକ୍ତ, କହିଲେ ନବୀନଙ୍କ ସହ…

ଭୁବନେଶ୍ୱର,୨୫।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ: ବିଡିଓଙ୍କ ନିକଟରେ ଅଭିଯୋଗ କରି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଛାର ପଦର ଗ୍ରାମରେ ଦୀର୍ଘ ମାସ ହେଲାଣି ନିମ୍ନମାନର ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣକୁ ନେଇ ବିଡିଓଙ୍କ ନିକଟରେ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଯନ୍ତ୍ରଣା ସତ୍ତ୍ୱେ….

ମାଞ୍ଚେଷ୍ଟର,୨୫।୭: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମାଞ୍ଚେଷ୍ଟର ଗ୍ରାଉଣ୍ଡରେ ଏକ ଐତିହାସିକ ଇନିଂସ ଖେଳିଥିଲେ। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ପନ୍ତଙ୍କ ପାଦରେ…

ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ ୩୦ ଦିନିଆ ଛୁଟି ନେଇପାରିବେ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ, ୨୫ା୭: ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଛୁଟି ନେଇପାରିବେ। କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁବାର ରାଜ୍ୟ ସଭାରେ…

ଏହି କାମ କରି ସାରା ବିଶ୍ୱକୁ ଚମକାଇଦେଲେ ରିଷଭ ପନ୍ତ: ସଚିନଙ୍କଠାରୁ ଭନଙ୍କ ପର୍ଯ୍ୟନ୍ତ ସମସ୍ତେ କରୁଛନ୍ତି ସାଲ୍ୟୁଟ୍‌

ମାଞ୍ଚେଷ୍ଟର,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚରେ, ଉଇକେଟକିପର ବ୍ୟାଟସମ୍ୟାନ ରିଷଭ ପନ୍ତ ପୁଣି ଥରେ ତାଙ୍କର ଲଢ଼ୁଆ ମନୋଭାବ ଦେଖାଇଛନ୍ତି।…

ଡେପୁଟି ରେଞ୍ଜରଙ୍କ ଘରେ ବିଡ଼ା ବିଡ଼ା ଟଙ୍କା, ଜବତ ହେଲାଣି ନଗଦ ୧ କୋଟି ୪୪ ଲକ୍ଷ ଟଙ୍କା

କୋରାପୁଟ/ଜୟପୁର,୨୫ା୭(ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡିଭିଜନର ଡେପୁଟି ରେଞ୍ଜର ତଥା ଇନଚାର୍ଜ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ଫୁଲୁଛି ହିମ ହ୍ରଦ: ବିପଦରେ ୧୦୦ ଡ୍ୟାମ୍‌

ନୂଆଦିଲ୍ଲୀ, ୨୫ା୭: ଜଳବାୟୁ ପରିବର୍ତ୍ତନ ଯୋଗୁ ଗ୍ଲାସିୟର ତରଳୁଛି ଏବଂ ହିମ ହ୍ରଦ ଫୁଲିବାରେ ଲାଗିଛି। ଏହାର ପ୍ରଭାବରେ ହିମାଳୟର ପାଦଦେଶରେ ଥିବା ରାଜ୍ୟଗୁଡ଼ିକରେ ପ୍ରଳୟଙ୍କାରୀ ବନ୍ୟାର…

ହାତ ମିଳାଇଲେ ପାକିସ୍ତାନ-ବାଂଲାଦେଶ, ଭାରତ ପାଇଁ ସୃଷ୍ଟି ହେଲା ଟେନସନ, ବାଜିଲା ସତର୍କ ଘଣ୍ଟି

ଢାକା,୨୫।୭: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସାମ୍ପ୍ରତିକ ଭିଜାମୁକ୍ତ ଚୁକ୍ତିନାମା ଦକ୍ଷିଣ ଏସିଆରେ କୂଟନୈତିକ ସମୀକରଣକୁ ଏକ ନୂତନ ଦିଗଦର୍ଶନ ଦେଇଛି। ଦଶନ୍ଧି ପୁରୁଣା ଦୂରତାକୁ ପଛରେ…

ନାବାଳିକାଙ୍କୁ ବର୍ଷେ ହେବ ବଳାତ୍କାର କରୁଥିଲେ ୨ ଭାଇ, ଗର୍ଭବତୀ ହେବାପରେ…

କୁଜଙ୍ଗ,୨୫।୭(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ସହ ହତ୍ୟା ଧମକ ଦିଆଯାଇଛି। ଏହି ଅଭିଯୋଗରେ ଉକ୍ତ ଅଞ୍ଚଳର ୨…