ଜି. ଉଦୟଗିରିରେ ମା’ଙ୍କ ମହାସପ୍ତମୀ ପୂଜା

ଜି.ଉଦୟଗିରି,୫।୧୦(ଡି.ଏନ୍‌.ଏ.):  କନ୍ଧମାଳ ଜିଲା ଜି. ଉଦୟଗିରି ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ସ୍ଥାନୀୟ ପୂଜାମଣ୍ଡପରେ ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଶନିବାର ଅନୁଷ୍ଠିତ ହେଉଛି। ଶୁକ୍ରବାର ରାତିରେ ଅଞ୍ଚଳର…

‘ବିଗ୍‌ ବସ୍‌’ରେ କୋଏନାଙ୍କ ଖୁଲାସା: ଗାଧୁଆଘରେ ବନ୍ଦ କରିଦେଇଥିଲେ ପ୍ରେମିକ

ମୁମ୍ବାଇ: ଚଳଚ୍ଚିତ୍ର ‘ରୋଡ୍‌’, ‘ହେ ବେବି’, ‘ଆପନା ସପନା ମନି ମନି’, ‘ମୁସାଫିର’ ଏବଂ ‘ଇନ୍‌ସାନ’ ଭଳି ବଲିଉଡ୍‌ ଫିଲ୍ମ କରିବା ପରେ ହଠାତ୍‌ ଗାଏବ ହୋଇଯାଇଥିଲେ…

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌ କରିଛନ୍ତି।…

କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ସୁଧାରିବାକୁ ପୁରାତନ ଛାତ୍ରୀଛାତ୍ରଙ୍କ ଦାବି

ବାଲିଗୁଡ଼ା,୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସର୍ବ ପୂରାତନ ବିଦ୍ୟାଳୟ ବାଲିଗୁଡା ଉପଖଣ୍ଡର ତୁମୁଡିବନ୍ଧ ବ୍ଲକ ସ୍ଥିତ କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ୧୮୧୭ ମସିହାରେ ସ୍ଥାପିତ ହୋଇଥିବା…

୧୫ ଘଣ୍ଟା ପରେ ଜୁସ୍‌ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ ଅନଶନରେ…

ସବୁ କଶ୍ମୀରବାସୀ ଦେଶଦ୍ରୋହୀ ନୁହନ୍ତି: ରାମ ମାଧବ

ନୂଆଦିଲ୍ଲୀ,୫।୧୦: ଭାରତୀୟ ଜନତା ପାର୍ଟି(ଭାଜପାର)ର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଭାରତର ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହା ଏବେ ଅନ୍ୟ ରାଜ୍ୟଙ୍କ…

ଉତ୍ତରାଖଣ୍ଡରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଡେରାଡୁନ,୫।୧୦: ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶନିବାର ସକାଳୁ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପାଖାପାଖି ୨୪୬୪ ପଞ୍ଚାୟତ ପାଇଁ ପ୍ରାୟ ୧୪.୯୫…

୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ରେ ଦେବାକୁ ପଡ଼ିପାରେ ୨୫ ଗୁଣା ଅଧିକ ଫି

ନୂଆଦିଲ୍ଲୀ,୫।୧୦: ଏଣିକି ୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ ପାଇଁ ୨୫ ଗୁଣା ଅଧିକ ଫି ଦେବାକୁ ପଡ଼ିପାରେ। ଏନେଇ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସରକାରଙ୍କୁ ଏକ…

ମୋଦି ମାସ୍କ ପିନ୍ଧି ‘ଗର୍ବା’ର ମଜା ନେଲେ ଜନତା

ସୁରଟ,୫।୧୦: ନବରାତ୍ରୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ ଗର୍ବା ନାଚରେ ହଜିଯାଇଛନ୍ତି ସାଧାରଣ ଜନତା। ଗୁଜରାଟର ସୁରଟରେ ଶୁକ୍ରବାର ରାତିରେ ଗର୍ବା ନାଚିବାକୁ ପହଞ୍ଚିଥିବା ଲୋକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍‌ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି। ଜଣେ…