ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍‌ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ କମିଟି…

ରେଳଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ: କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ନାହିଁ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନଗୁଡ଼ିକରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ହେଲେ ଏବେ ବି ବିଭିନ୍ନ ଷ୍ଟେଶନରେ ନିଷିଦ୍ଧ ପ୍ଲାଷ୍ଟିକ…

ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ କରାଯାଇଛି।…

ଚିଦାମ୍ବରମଙ୍କ ଜାମିନ ଆବେଦନ: ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି।…

ୟାସିନ ମଲିକଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଜେକେଏଲ୍‌ଏଫ୍‌ ମୁଖ୍ୟ ୟାସିନ ମଲିକଙ୍କ ସମେତ ୫ ଜଣଙ୍କ ବିରୋଧରେ ଏନ୍‌ଆଇଏ ଦିଲ୍ଲୀ ଅଦାଲତରେ ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି।…

ଗୋଡ଼ ହଲାଇବା ରୋଗର ଲକ୍ଷଣ

ଗୋଡ଼ ହଲାଇବା ଏକ ରୋଗର ଲକ୍ଷଣ ବୋଲି କହିଛନ୍ତି ମିଚିଗାନ୍‌ ୟୁନିଭର୍ସିଟିର ଗବେଷକ। ଶରୀରରେ ଆଇରନର ମାତ୍ରା କମ୍‌ ହେଲେ ଏପରି ଲକ୍ଷଣ ଦେଖାଦେଇଥାଏ। ବିଶେଷ କରି…

‘ମାନସିକତା ବଦଳାନ୍ତୁ ଦକ୍ଷିଣ ଏସୀୟ ରାଷ୍ଟ୍ର’

ନୂଆଦିଲ୍ଲୀ,୫ା୧୦ (ପି.ଟି.): ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକ ସଂଖ୍ୟାଗରିଷ୍ଠ-ସଂଖ୍ୟାଲଘୁ ମାନସିକତାରେ ପରିବର୍ତ୍ତନ ଆଣିବାକୁ ହେବ ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଶୁକ୍ରବାର କହିଛନ୍ତି। ବହୁଳତାବାଦ ହେଉଛି ଆଞ୍ଚଳିକ…

୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ: ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବଢ଼ିଛି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ…

ଅନୁପ୍ରବେଶ ଅପେକ୍ଷାରେ ପାକ୍‌ ଆତଙ୍କବାଦୀ: ଏଲ୍‌ଓସି, ଆଇବିରେ ହାଇଆଲର୍ଟ

ନୂଆଦିଲ୍ଲୀ,୫ା୧୦: ଭାରତରେ ଅନୁପ୍ରବେଶ ଲାଗି ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ଆତଙ୍କବାଦୀ ଅପେକ୍ଷାରତ ଥିବା ଗୋଇନ୍ଦା ସୂଚନା ମିଳିବା ପରେ ଶୁକ୍ରବାର ନିୟନ୍ତ୍ରଣ ରେଖା…

କୋରେଗାଁଓ-ଭୀମା ହିଂସା ମାମଲା: ନଭଲଖାଙ୍କୁ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୫ା୧୦(ପି.ଟି.): କୋରେଗାଁଓ- ଭୀମା ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୧୫ ପର୍ଯ୍ୟନ୍ତ ସୁରକ୍ଷା ମିଳିଛି। ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କ ଅନ୍ତରୀଣ ସୁରକ୍ଷା…