ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍‌ଆରଟିସି

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ ଯାତ୍ରୀମାନେ…

ସଂସଦୀୟ ପ୍ରତିନିଧି ଦଳରେ ସସ୍ମିତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଚଳିତ ମାସ ୧୩ରୁ ୧୭ ତାରିଖ ଯାଏ ସର୍ବିଆସ୍ଥିତ ବେଲ୍‌ଗ୍ରେଭ୍‌ରେ ୧୪୧ତମ ଆନ୍ତଃସଂସଦୀୟ ୟୁନିୟନ୍‌ ଆସେମ୍ବ୍ଲି ହେବାକୁ ଯାଉଛି। ଏଥିରେ ଯୋଗ ଦେବାକୁ ଥିବା ଭାରତୀୟ ସଂସଦୀୟ…

ବିହାର ବନ୍ୟା : ମୁଖ୍ୟମନ୍ତ୍ରୀ ରଖିଲେ ସହାୟତା ପ୍ରସ୍ତାବ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି। ଓଡ଼ିଶା ପକ୍ଷରୁ ଆବଶ୍ୟକ…

ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି…

ମେଲାଣି ନେଲେ ଟୋକା ଗଣେଶ

ଭଦ୍ରକ ଅଫିସ, ୩।୧୦ - ଭଦ୍ରକରେ କ୍ରମାନ୍ବୟରେ ବୁଢା, ଛୁଆ, କାଞ୍ଚନ ଓ ପିଲା ଗଣେଶଙ୍କ ଭସାଣି ସରିଥିବା ବେଳେ ବୁଧବାର ସନ୍ଧ୍ୟାରେ ଟୋକା ଗଣେଶ ବିଦାୟ…

ସୈଫ୍‌ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କ ପିତା ସୈଫ୍‌ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ କହିଛନ୍ତି।…

ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ସୁରେନ୍ଦ୍ର କୁମାର ହେଲେ ଜଳସମ୍ପଦ ସଚିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ…

ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାରେ ବାଘେଲା

ନୂଆଦିଲ୍ଲୀ,୩।୧୦: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା ଏକ ବିବାଦୀୟ ଟିପ୍ପଣୀ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ବିନାୟକ ଦାମୋଦର ସାଭରକର ମାହାତ୍ମା ଗାନ୍ଧୀଙ୍କ ହତ୍ୟା ଷଡଯନ୍ତ୍ରର…

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍‌ ଆଶଙ୍କା କମ୍‌…

ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍‌ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍‌ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି।…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: କୋଟିପତି ଶିକ୍ଷୟିତ୍ରୀ ଗିରଫ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୬ସ୍ଥିତ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗୁରୁବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ,…