ଭାରତର ପ୍ରଭାବ: ବାଂଲାଦେଶରେ ପିଆଜ ଦାମ୍‌ ଶହେ ଶ୍ରୀଲଙ୍କାରେ ୧୧୭

ଢ଼ାକା/କଲମ୍ବୋ,୩।୧୦: ଭାରତରେ ପିଆଜ ଦାମ୍‌ ନେଇ ଲୋକେ ହନ୍ତସନ୍ତ ହେବା ପରେ ଏବେ ଏହାର ପ୍ରଭାବ ପଡ଼ୋଶୀ ଦେଶଗୁଡ଼ିକ ଉପରେ ପଡ଼ିବା ଆରମ୍ଭ କରିଛି। ଭାରତ ସରକାର…

ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ,…

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି…

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର…

ଟାଇମ୍ସ୍‌ ଗ୍ଲୋବାଲ୍‌ ର଼୍ୟାଙ୍କିଂ: ଶ୍ରେଷ୍ଠ ୫ ଶହରେ ଜେଏନ୍‌ୟୁ-ଡିୟୁ

ଲଣ୍ଡନ,୩।୧୦: ଉଚ୍ଚ ଶିକ୍ଷା ପ୍ରଦାନ କରୁଥିବା ବିଶ୍ୱବିଦ୍ୟାଳୟଗୁଡ଼ିକର ଟାଇମ୍ସ୍‌ ଗ୍ଲୋବାଲ୍‌ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏଥିରେ ଶ୍ରେଷ୍ଠ ୫ଶହ ବିଶ୍ୱବିଦ୍ୟାଳୟ ତାଲିକାରେ ଭାରତର ଜେଏନ୍‌ୟୁ ଏବଂ ଡିୟୁ…

ସେହ୍ବାଗଙ୍କ ସମକକ୍ଷ ହେଲେ ଅଗ୍ରଓ୍ବାଲ

ବିଶାଖାପାଟଣା,୩।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଓପନର ମୟଙ୍କ ଅଗ୍ରଓ୍ବାଲ ଦ୍ୱିଶତକ ଲଗାଇଛନ୍ତି। ମ୍ୟାଚ୍‌ର ଦ୍ୱିତୀୟ ଦିନ ରୋହିତ ଶର୍ମାଙ୍କ…

ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ…

୨୦୨୨ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚଳାଚଳ କରିବ ଟ୍ରେନ୍‌: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୩।୧୦: ଆସନ୍ତା ୨୦୨୦ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଟ୍ରେନ୍‌ ଚଳାଚଳ କରିବ। ସେହିପରି କାମରୂପଠାରୁ କଚ୍ଛ ପର୍ଯ୍ୟନ୍ତ ମଧ୍ୟ ଟ୍ରେନ୍‌ ଯାତ୍ରା ଆରମ୍ଭ…

ବିଜେପୁର ଉପନିର୍ବାଚନ: ପ୍ରକାଶ ପାଇଲା ଷ୍ଟାର ପ୍ରଚାରକ ତାଲିକା; ବିଜେଡିର ମଙ୍ଗ ଧରିବେ ନବୀନ,କଂଗ୍ରେସର ସୋନିଆ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଗୁରୁବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ଏବଂ କଗ୍ରେସ…

ରଣବୀରଙ୍କୁ ଧମକାଇଲେ ଦୀପିକା, କହିଲେ ଆଜି ରାତିରେ ଖାଇବା ବନ୍ଦ

ଦୀପିକା ପାଦୁକୋନ୍‌ - ରଣବୀର ସିଂହ ନିଜର କ୍ୟାରିୟର ସହିତ ବ୍ୟକ୍ତିଗତ ଜୀବନରେ ମଧ୍ୟ ବେଶ୍‌ ସନ୍ତୁଳନ ରକ୍ଷା କରି ଚାଲିଛନ୍ତି। ବେଳେବେଳେ ଦୁହିଁଙ୍କ ଗଭୀର ପ୍ରେମକୁ…