ବ୍ରହ୍ମପୁର ଅଫିସ, ୨।୧୦ - ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ…
ଜୟପୁର,୨।୧୦: ରାଜସ୍ଥାନର ମଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗାନ୍ଧୀ ଜୟନ୍ତୀ ଅବସରରେ ରାଜ୍ୟରେ ତମ୍ବାକୁ ଉତ୍ପାଦନ ଉପରେ କଟକଣା ନେଇ ଘୋଷଣା କରିଛନ୍ତି। ପୂର୍ବରୁ କଂଗ୍ରେସର ଜନଘୋଷଣା ପତ୍ରରେ…
ବାହାନଗା,୨।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ସ୍ବଚ୍ଛ ଭାରତ ଅଭିଯାନ ସଙ୍ଗଠନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ…
ହାଟଡିହୀ, ୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଛେନାପଦୀ ବିଶ୍ୱତାରିଣୀ ମହିଳା ମହାବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ସବିତା ସ୍ବାଇଁଙ୍କ ସଭାପତିତ୍ୱରେ…
ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ…
ରିଆଦ୍,୨।୧୦: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା(ଏନଏସ୍ଏ) ଅଜିତ ଡୋଭାଲ ବୁଧବାର ସୌଦି ରାଜକୁମାର ମହମ୍ମଦ ବିନ୍ ସଲମାନଙ୍କୁ ଭେଟିଛନ୍ତି। ପ୍ରାୟ ୨ଘଣ୍ଟା ଧରି ଡୋଭାଲ ଓ ରାଜକୁମାରଙ୍କ ମଧ୍ୟରେ…
କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ…
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର…
ବରଗଡ଼ ଅଫିସ,୨।୧୦: ବରଗଡ଼ ସହରରେ ବୁଧବାର ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ସକାଳେ ଗାନ୍ଧୀଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମେତ ସ୍ବଭାବ କବି ଗଙ୍ଗାଧର…