ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ଶେଷ: ଜଗନ୍ନାଥ କୋଇଲା ଖଣି କାର୍ଯ୍ୟ ବନ୍ଦ

ତାଳଚେର,୨ା୧୦(ନି.ପ୍ର.)-ତାଳଚେରଠାରେ ଥିବା ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିର ଏନ୍‌ଭାଇରନମେଣ୍ଟାଲ ଓ ଫରେଷ୍ଟ କ୍ଲିୟରାନ୍ସ ଅବଧି ଶେଷ ହୋଇଯାଇଥିବାରୁ ସୋମବାର ରାତି ୧୨ଟାରୁ ଖଣି ଖନନ କାର୍ଯ୍ୟ ବନ୍ଦ…

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚି: ଯନ୍ତ୍ରଣା ଭୋଗୁଛି ୫ ବର୍ଷର କନ୍ୟା

ଅନୁଗୋଳ ଅଫିସ, ୨।୧୦- ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିବାରୁ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁକନ୍ୟା ଯନ୍ତ୍ରଣା ଭୋଗୁଛି।…

ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା…

ଦଲାଲ ନାମରେ ଗିରଫଦାରିକୁ ଏମ୍‌ଆର୍‌ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍‌ଆର୍‌ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍‌ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ…

ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି: ଦୂଷିତ ପାଣି ପିଇ ପୁଣି ୧୦୦ ଆକ୍ରାନ୍ତ

ଗୋପାଳପୁର,୨ା୧୦ -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ମଙ୍ଗଳବାର ପୁଣି ୧୦୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ୨ ଡାକ୍ତରୀ…

୨ ମାସ ହେଲା ଝିଅ ପତ୍ତା ମିଳୁନି; ହତ୍ୟା ସନ୍ଦେହ: ଥାନାରେ ଅଭିଯୋଗ କଲେ ମା’

ବୁଗୁଡ଼ା,୨ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ଝିଅଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ମା’ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ କୌଣସି ମାମଲା…

ମେଡିସିନ ରିପ୍ରେଜେଣ୍ଟେଟିଭ୍‌ଙ୍କୁ ଦଲାଲ ଆଖ୍ୟାର ପ୍ରତିବାଦ: ଓସ୍ରୁର ବିକ୍ଷୋଭ, ଶୋଭାଯାତ୍ରା

ବ୍ରହ୍ମପୁର ଅଫିସ,୨ା୧୦-ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟେଟିଭ୍‌ ୟୁନିୟନ (ଓସ୍ରୁ) ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ଶୋଭାଯାତ୍ରା ଏବଂ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ସରକାରୀ ଡ଼ାକ୍ତରଖାନା…

ତୃଣମୂଳସ୍ତରରେ ୫-ଟିର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନବାଚୀ:ସରକାରୀ ସହାୟତାରୁ ବଞ୍ଚିତ ବିଧବା

ରସୁଲପୁର/ଯାଜପୁର ଟାଉନ, ୨-୯(ଡିଏନଏ)- ରାଜ୍ୟ ସରକାର ଜନସାଧାରଣଙ୍କ ହିତରେ ୫-ଟି (ଟାଇମ୍‌, ଟେକ୍ନୋଲୋଜି, ଟିମୱାର୍କ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫର୍ମରମେଶନ) ଫର୍ମୁଲାରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ…

ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍‌ଡିଙ୍କ ଆତ୍ମସମର୍ପଣ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍‌ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ କୋର୍ଟରୁ…