ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି…

୬୦ବର୍ଷୀୟା ବୃଦ୍ଧା ୧ ମିନିଟରେ ୬ଟି ଇଡ୍‌ଲୀ ଖାଇ ଜିତିଲେ ପ୍ରତିଯୋଗିତା

ବେଙ୍ଗାଲୁରୁ,୨।୧୦:କର୍ନାଟକ ହୁଲହଲ୍ଲୀରେ ଜଣେ ୬୦ ବର୍ଷୀୟ ବୃଦ୍ଧା ଗୋଟିଏ ମିନିଟ୍‌ରେ ୬ଟି ଇଡ୍‌ଲୀ ଖାଇ ଏକ ଖାଦ୍ୟ ପ୍ରତିଯୋଗିତା ଜିତିଛନ୍ତି। ମହୀଶୂରରେ ଦଶହରା ଉପଲକ୍ଷେ ଏକ ଖାଦ୍ୟ…

ଜିଲା ପ୍ରଶାସନ ପକ୍ଷରୁ ଗାନ୍ଧୀ ଜୟନ୍ତୀ: ସ୍ବାଧୀନତା ସଂଗ୍ରାମୀ ପୁରସ୍କୃତ

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପୁରସ୍କୃତ…

ବଦଳି ଯାଇଛି ବାପୁଙ୍କ ଭାରତ; ଚାରିଆଡ଼େ ବ୍ୟାପିଛି ହିଂସା-ଅସହିଷ୍ଣୁତା: କପିଲ ସିବଲ୍‌

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ସଦସ୍ୟ କପିଲ୍‌ ସିବଲ୍‌ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଆଜି ବାପୁଙ୍କ ଭାରତ ଚିତ୍ର ବଦଳି…

ସଖୀ କେନ୍ଦ୍ର ଉଦ୍‌ଘାଟିତ: ନିର୍ଯାତିତା ମହିଳା, ଯୁବତୀଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ବୁଧବାର ସଖୀ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ର ମାଧ୍ୟମରେ ନିର୍ଯାତିତା ମହିଳା ଓ ଯୁବତୀମାନଙ୍କୁ ସୁବିଧା…

ନିଶାମୁକ୍ତ ଜିଲା ଗଠନ ଦାବି: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ମିଳିତ ନିଶା ନିବାରଣ ମଞ୍ଚ ପକ୍ଷରୁ ନୂଆବଜାର ଗାନ୍ଧୀ ପଡିଆଠାରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ବୁଧବାର ମଞ୍ଚ କର୍ମକର୍ତ୍ତାମାନେ ଧାରଣାରେ…

ଅନୁଗୋଳରେ ମହାତ୍ମା ଗାନ୍ଧୀଙ୍କ ଜିଲାସ୍ତରୀୟ ଜୟନ୍ତୀ

ଅନୁଗୋଳ ଅଫିସ,୨।୧୦: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜିଲାସ୍ତରୀୟ ଜୟନ୍ତୀ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ସାହିତ୍ୟ…

ଡଷ୍ଟବିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର

ଯାଜପୁର ଟାଉନ,୨।୧୦ (ଡି.ଏନ୍‌.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା…

ଶାଳିଆ ଡ୍ୟାମ୍‌ରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ,୨ା୧୦: ବାଣପୁର ଥାନା ଶାଳିଆ ଡ୍ୟାମରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖାଯାଇଛି। ମୃତ ଯୁବକଙ୍କର ବୟସ ୨୫ରୁ ୪୦ ବର୍ଷ ମଧ୍ୟରେ ହେବ…

ପୂଜାରେ ଶବ୍ଦ ପ୍ରଦୂଷଣ ରୋକିବାକୁ ଖୋର୍ଦ୍ଧା ପୋଲିସର କଟକଣା, ୪୨ ଡିଜେ ସାଉଣ୍ଡ ୟୁନିଟ୍‌ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨ା୧୦: ଦଶହରା ଏବଂ ଗଜଲକ୍ଷ୍ମୀ ପୂଜାରେ ଶବ୍ଦ ପ୍ରଦୂଷଣକୁ ରୋକିବାକୁ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଖୋର୍ଦ୍ଧା ପୋଲିସ ଜିଲାର ମୁୁଖ୍ୟାଳୟରେ ୪୨ ଡିଜେ ସାଉଣ୍ଡ…