ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର କରିନେଇଛନ୍ତି।…
ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍ପିଏଫ୍)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍ପିଏଫ୍ ଆଇଜି ରାଜା ରାମଙ୍କ ନେତୃତ୍ୱରେ…
ଭୁବନେଶ୍ୱର,୨-୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକ ଓ ଭୁବନେଶ୍ୱରରେ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଏହାସହ…
ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୦ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବୁଧବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ନୂଆପଡା ଅଫିସ,୨।୧୦ - ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିଥାଏ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ଜିନିଷ ଉପରେ ନିଖୁଣ ପାରଙ୍ଗମତା ରହିଛି। ସେମାନଙ୍କ ଉଚିତ ମାର୍ଗଦର୍ଶନରେ…
ଅହିଂସା ଶାନ୍ତିର ମାର୍ଗ। ଅହିଂସା ମାନବର ଶ୍ରେଷ୍ଠ ଗୁଣ। ସବୁ ଧର୍ମରେ ଏହାର ସ୍ଥାନ ସ୍ବତନ୍ତ୍ର। ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସାର ପଥିକ ଥିଲେ। ତାଙ୍କ…
ନୂଆପଡା ଅଫିସ,୨ା୧୦- ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ରକ୍ତଭଣ୍ଡାର ପକ୍ଷରୁ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ରକ୍ତଭଣ୍ଡାର ମୁଖ୍ୟ ଡା.…
ନୂଆପଡା ଅଫିସ,୨ା୧୦ - ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ…
ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ…