ପ୍ଲାଷ୍ଟିକ ବୋତଲର ସ୍ଥାନ ନେବ ବାଉଁଶ ପାଣି ବୋତଲ, ଜାଣନ୍ତୁ ଦାମ୍‌ କେତେ

ନୂଆଦିଲ୍ଲୀ,୧।୧୦: ଅକ୍ଟୋବର ୨ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏମଏସଏମଇ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଖଦି ଗ୍ରାମୋଦ୍ୟୋଗ ଆୟୋଗ…

ତୁର୍କୀରୁ ୪ ଯୁଦ୍ଧପୋତ କିଣିବ ପାକିସ୍ତାନ

ଇସଲାମାବାଦ୍‌,୧।୧୦: ପାକିସ୍ତାନ ତୁର୍କୀରୁ ୪ଯୁଦ୍ଧପୋତ କିଣିବ। ଇତିମଧ୍ୟରେ ଯୁଦ୍ଧପୋତର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କଶ୍ମୀର ପ୍ରସଙ୍ଗରେ ତୁର୍କୀ ପାକିସ୍ତାନକୁ ସମର୍ଥନ କରିଛି। ତୁର୍କୀ ରାଷ୍ଟ୍ରପତି…

ରାଜୀବ କୁମାରଙ୍କୁ ଆଶ୍ୱସ୍ତି: ମିଳିଲା ଆଗୁଆ ଜାମିନ

କୋଲକାତା,୧।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ଆଶ୍ୱସ୍ତି ମିଳିଛି। ଶାରଦା ଚିଟଫଣ୍ଡ ମାମଲାରେ ତାଙ୍କୁ…

ଏସ୍‌.ଜୟଶଙ୍କରଙ୍କୁ ଧନ୍ୟବାଦ ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଧନ୍ୟବାଦ ଦେଇଛନ୍ତି। ଏକ ଟୁଇଟରେ ସେ କହିଛନ୍ତି, ଏସ. ଜୟଶଙ୍କରଙ୍କୁ ଧନ୍ୟବାଦ, ଯିଏ…

ମାଲେଗାଓଁ ବିସ୍ଫୋରଣ ମାମଲାର ଶୁଣାଣି କ୍ୟାମେରା ସାମ୍ନାରେ ହେବନି: କୋର୍ଟ

ମୁମ୍ବାଇ,୧।୧୦: ୨୦୦୮ମାଲେଗାଓଁ ବିସ୍ଫୋରଣ ଘଟଣାର ଶୁଣାଣି କ୍ୟାମେରା ଆଗରେ କରାଯିବ ନାହିଁ ବୋଲି ମୁମ୍ବାଇର ସ୍ବତନ୍ତ୍ର କୋର୍ଟ କହିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କ୍ୟାମେରା ଆଗରେ ଶୁଶାଣି…

ବହୁ ବର୍ଷ ହେବ ରୋଷେଇ ଘରେ ଲାଗିଥିଲା ଫଟୋ ଚିତ୍ର, ହଠାତ୍‌ ମହିଳା ହେଲେ କୋଟିପତି

ବେଳେବେଳେ ଆମ ଘରେ ଏମିତି କିଛି ଜିନିଷ ଥାଏ ଯାହାର ମୂଲ୍ୟ ଆମକୁ ଜଣା ନ ଥାଏ। ଆଉ ତାହା ଜାଣିବା ପରେ ଆମେ ଆଶ୍ଚର୍ଯ୍ୟ ହୋଇଯାଇଥାଉ।…

ମଧ୍ୟାହ୍ନଭୋଜନ ଅନିୟମିତତା ଅଭିଯୋଗ: ଦୋଷ ଲୁଚାଇବାକୁ ଖବରଦାତାଙ୍କୁ ଲାଞ୍ଚ ଯାଚିଲେ ଶିକ୍ଷକ

ପଟ୍ଟାମୁଣ୍ଡାଇ,୧।୧୦(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ୟୁଜି ୟୁପି ସ୍କୁଲରେ ମଧ୍ୟାହ୍ନ ଭୋଜନରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇ ଆସୁଥିଲା। ତଥ୍ୟ ସଂଗ୍ରହ ଲାଗି ମଙ୍ଗଳବାର…

ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩୦ ଲକ୍ଷ ଚୋରି: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଟାଉନ, ୧।୧୦(ଡି.ଏନ୍‌.ଏ.): ଯାଜପୁର ସହର ଅମ୍ବିକାୟୀ ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ମୁଖ୍ୟ ଗେଟ…

ଉତ୍ତରପ୍ରଦେଶରେ ଏନ୍‌ଆର୍‌ସି: ଚିହ୍ନଟ ହେବେ ବିଦେଶୀ

ଲକ୍ଷ୍ନୌ,୧।୧୦: ଉତ୍ତରପ୍ରଦେଶରେ ଏନ୍‌ଆର୍‌ସି ପ୍ରକିୟା ଆରମ୍ଭ ହୋଇଛି। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଡିଜିପି କାର୍ଯ୍ୟାଳୟ ପକ୍ଷରୁ ଏନେଇ…

ମେଡିସିନ୍‌ ରିପ୍ରେଜେଣ୍ଟେଟିଭଙ୍କୁ ଦଲାଲ କହି ଗିରଫ କରାଯାଉଥିବା ପ୍ରତିବାଦ: ଅତିରିିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଭଦ୍ରକ ଅଫିସ, ୧।୧୦: ମେଡିସିନ୍‌ ରିପ୍ରେଜେଣ୍ଟେଟିଭଙ୍କୁ ଦଲାଲ କହି ପୋଲିସ ଗିରଫ କରୁଥିବା ପ୍ରତିବାଦରେ ମଙ୍ଗଳବାର ଜିଲା ମେଡିସିନ୍‌ ରିପ୍ରେଜେଣ୍ଟେଟିଭ ସଂଘ ପକ୍ଷରୁ ଅତିରିିକ୍ତ ଜିଲାପାଳଙ୍କୁ ଏକ…