ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ ସେତିକି…

ତୋରଣରେ ଝଲସିବ ଉତ୍ତରାଖଣ୍ଡର ନାନ କାମଟା ଗୁରୁଦ୍ୱାର

ପୁରୁଣା ଭୁବନେଶ୍ୱର, ୧।୧୦(ଡି.ଏନ.ଏ.): କେଶୁରା ଦୁର୍ଗାପୂଜା ସମିତି ପକ୍ଷରୁ ୨୦୧୦ରୁ ଆରମ୍ଭ ହୋଇଥିବା ଦୁର୍ଗାପୂଜା ଚଳିତବର୍ଷ ୧୦ ବର୍ଷ ପୂରଣ କରୁଛି। ଏ ବର୍ଷ ଭିନ୍ନ ଧରଣର…

ଆତଙ୍କବାଦ ଆକ୍ରମଣ ମାମଲାର ତଦନ୍ତକୁ ନେଇ ହେବ କର୍ମଶାଳା: ୩ରେ ଓଡ଼ିଶା ଆସିବେ ଏନ୍‌ଆଇଏ ଡିଜି

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଆତଙ୍କବାଦ ମାମଲାର ତଦନ୍ତ କିଭଳି କରାଯିବ ତାହାକୁ ନେଇ ପାଠ ପଢିବେ ଓଡ଼ିଶା ପୋଲିସ। ପୋଲିସ ଭବନରେ ଅନୁଷ୍ଠିତ ହେବ ଦିନିକିଆ କର୍ମଶାଳା। ଏନେଇ ଆସନ୍ତା…

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ…

ଚଳନ୍ତା ଟ୍ରେନ୍‌ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍‌ର ଗୋଟିଏ ବଗି ଅନ୍ୟ…

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ ଭାଷା,…

ରାଜ୍ୟରେ ଦୈନିକ ନିର୍ଯାତନାର ଶିକାର ହେଉଛନ୍ତି ୨୮% ବୟୋଜ୍ୟେଷ୍ଠ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବୟସ ବଢ଼ିଲେ ଅଲୋଡ଼ା ହୋଇପଡ଼ୁଛନ୍ତି ବୟୋଜ୍ୟେଷ୍ଠ। ନା ପିଲାମାନେ ପଚାରୁଛନ୍ତି, ନା ସମାଜ ସେମାନଙ୍କୁ ଆଦର୍ଶ ନାଗରିକଭାବେ ଗ୍ରହଣ କରୁଛି। ତେଣୁ ପ୍ରତି ୪ଜଣରେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି।…

ବେଆଇନ ନର୍ସିଂ ହୋମ୍‌ ମାମଲା: ହାଇକୋର୍ଟରେ ହାଜର ହେଲେ ସ୍ବାସ୍ଥ୍ୟ ସଚିବ

କଟକ ଅଫିସ,୧।୧୦: ବେଆଇନ ନର୍ସିଂହୋମ୍‌କୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ରାଜ୍ୟ ସରକାରଙ୍କ ପ୍ରମୁଖ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ସୋମବାର ବ୍ୟକ୍ତିଗତ ହାଜର ହୋଇଛନ୍ତି।…