ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ ବଢି…
ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪ ଲକ୍ଷ…
ନୂଆଦିଲ୍ଲୀ,୧-୧୦:ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଘରୋଇ କ୍ଷେତ୍ର ବିତ୍ତ ପ୍ରତିଷ୍ଠାନଗୁଡିକ ପକ୍ଷରୁ ଋଣ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାହକ ସମ୍ପର୍କ ଅଭିଯାନ ଅକ୍ଟୋବର ୩ରୁ ଆରମ୍ଭ…
ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର ଅଧ୍ୟାଦେଶ…
ନୂଆଦିଲ୍ଲୀ,୧-୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ (ପିଏମ୍ସି) ବ୍ୟାଙ୍କରେ ହୋଇଥିବା ବଡ ଧରଣର ଠକେଇ ବ୍ୟାଙ୍କ ଶିଳ୍ପର ଆଖି ଖୋଲିଛି। ରିଜର୍ଭ ବ୍ୟାଙ୍କ ଏସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ…
ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି ସରକାର…
ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍ଏସ୍ଏମ୍ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ…
ନୂଆଦିଲ୍ଲୀ,୧-୧୦: ଦେଶର ୮ କୋର୍ ସେକ୍ଟର ଶିଳ୍ପଗୁଡିକର ଉତ୍ପାଦନ ଅଗଷ୍ଟ ମାସରେ ୦.୫%କୁ ହ୍ରାସ ଘଟିଛି। ଏହି ସମୟରେ କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ସିମେଣ୍ଟ…
ବଅଁରପାଳ, ୧।୧୦ (ଡି.ଏନ୍.ଏ.)- ତାଳଚେରସ୍ଥିତ ଏମ୍ସିଏଲ୍ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ…
ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ…