ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଡି. ରାଜା

କଟକ ଅଫିସ୍‌,୨୯।୯: ସିପିଆଇ ସାଧାରଣ ସଂପାଦକ ଡି. ରାଜା ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀ ଯାହା କହୁଥିଲେ ପରେ ତାହା ବିପରୀତ…

ହାତିଆ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ମାର୍ଶାଘାଇ, ୨୯।୯(ଡି.ଏନ.ଏ):କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହାତିଆ ଗୁଳିକାଣ୍ଡ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗରିଫ କରି କୋର୍ଟଚାଲାଣ କରିଛି ମାର୍ଶାଘାଇ ପୋଲିସ। ଏକ ଗତ ୧୮ରେ ହାତିଆ…

ଆରମ୍ଭ ହେଲା ନବରାତ୍ରି: ଜାଣନ୍ତୁ ଏହି ଦିନଗୁଡ଼ିକରେ କ’ଣ ଖାଇବା ଉଚିତ; କେଉଁଟି ନୁହେଁ

ରବିବାରଠାରୁ ଆରମ୍ଭ ହୋଇଛି ନବରାତ୍ରି। ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଏହି ନବ ଦିନାତ୍ମକ ଯାତ୍ରା ଅବସରରେ ଭକ୍ତମାନେ ଉପବାସ କରିଥା’ନ୍ତି। ତେବେ ବ୍ରତ ରଖୁଥିବା ସମୟରେ ଖାଦ୍ୟପେୟ…

ଲତା ମଙ୍ଗେସ୍‌କରଙ୍କୁ ଫୋନ କରି ଏମିତି କହିଲେ ମୋଦି

ନୂଆଦିଲ୍ଲୀ, ୨୯।୯: ସୁର ସମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସ୍‌କର ୯୦ତମ ଜନ୍ମଦିନ ଶନିବାର ଧୁମଧାମରେ ପାଳନ କରିଛନ୍ତି। ଏହାର ଦିନକ ପରେ ନିଜ ମନ୍‌ କି…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି।…

ରୁଷିଆ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ ପ୍ରୋଗ୍ରାମ ‘ମନ କି ବାତ୍‌’ରେ ରବିବାର ରୁଷିଆ ଟେନିସ ଖେଳାଳି ଡାନିଏଲ ମେଡ୍‌ଭେଡେଭଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା…

ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି।…

କୁତ୍ରା ବ୍ଲକରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କୁରୁଞ୍ଜାଠାରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଅପରାହ୍ନରେ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିି ନାହିଁ। ସୂଚନାଯୋଗ୍ୟ, ଉକ୍ତ…

ଶାଶୁ, ନଣନ୍ଦଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଲେ ଐଶ୍ୱର୍ଯ୍ୟା ରାୟ

ପାଟନା,୨୯।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବୋହୂ ଐଶ୍ୱର୍ଯ୍ୟା ଶାଶୁ ରାବ୍ରିି ଦେବୀ ଏବଂ ନଣନ୍ଦ ମୀସା ଭାରତୀଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଛନ୍ତି। ସେ…