ଗୌତମ ଗମ୍ଭୀରଙ୍କ ନାମରେ ଠକେଇ ଅଭିଯୋଗ: ଚାର୍ଜଶିଟ୍‌ ଦାଖଲ

ନୂଆଦିଲ୍ଲୀ,୨୯।୯: ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ନାମରେ ଏକ ଠକେଇ ଅଭିଯୋଗ ହୋଇଛି। ଏନେଇ ଚାର୍ଜଶିଟ୍‌ ସାକେତ୍‌ କୋର୍ଟରେ ଦାଖଲ ହୋଇଛି। ୫୦…

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର…

ବିହାରରେ ପ୍ରବଳ ବନ୍ୟା, ୧୦ ମୃତ୍ୟୁ, ୧୩ ଟ୍ରେନ ବାତିଲ

ପାଟନା,୨୯।୯: ବିହାରରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ରାଜ୍ୟରେ ଏପର୍ଯ୍ୟନ୍ତ ୧୦…

ଟ୍ରାନ୍ସପରେଣ୍ଟ କଫି

କଫି ସମସ୍ତେ ପିଇଥିବେ, ଆଉ ତାର ରଙ୍ଗ କିପରି ଜାଣିଥିବେ। ହେଲେ ଏଠାରେ ଯେଉଁ କଫି କଥା କୁହାଯାଉଛି ତାହା ଦେଖିବାକୁ ଜଳ ପରି ସ୍ବଚ୍ଛ। କିନ୍ତୁ…

ଚକୋଲେଟ କଟେଜ୍‌

ପୃଥିବୀରେ ଏଭଳି ଅନେକ ସ୍ଥାପତ୍ୟ ରହିଛି, ଯାହାର ସୁନ୍ଦରତା ଏବଂ ସ୍ବତନ୍ତ୍ରତା ଅନେକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ସେହିଭଳି ଏକ ନିଆରା ସ୍ଥାପତ୍ୟ ରହିଛି ପ୍ୟାରିସ୍‌ଠାରେ। ଏଠାରେ…

ନିଜ ପାଇଁ ପୋଖରୀ ତିଆରି କରୁଥିବା ବେଙ୍ଗ

ପୃଥିବୀର ସବୁଠାରୁ ବଡ଼ ବେଙ୍ଗ ହେଉଛି ଗୋଲିଆଥ୍‌। ୩୪ ସେ.ମି. ଲମ୍ବ ଓ ୩.୨ କି.ଗ୍ରା ଓଜନ ବିଶିଷ୍ଟ ଏହି ବେଙ୍ଗ କେବଳ କାମେରୁନ୍‌ ଓ ଇକ୍ୱାଟୋରିଆଲ୍‌…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି।…

ମା’ ଚାମୁଣ୍ଡାଙ୍କ ଆଖିରୁ ବାହାରୁଛି ଲୁହ: ଭକ୍ତଙ୍କ ଜମୁଛି ଭିଡ

ଭୋପାଳ,୨୯।୯: ମଧ୍ୟପ୍ରଦେଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶର ନିମଚ ଜିଲାର ବନ୍ୟା ପ୍ରଭାବିତ ଧାନମଣ୍ଡିରେ ଥିବା ମା’ ଚାମୁଣ୍ଡାଙ୍କ ଆଖିରୁ ଲୁହ ବାହାରୁଛି। ଏହାକୁ…

କୁତ୍ରା ବ୍ଲକ ଅଞ୍ଚଳରେ ଝାଡ଼ଖଣ୍ଡୀ ହାତୀପଲ: ରାଉରକେଲା-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲି ଆସିଥିଲେ। ରବିବାର ହାତୀପଲକୁ ଘଉଡ଼ାଇବା ଲାଗି ବନ ବିଭାଗ…

ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା…