ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ…

ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି କର୍ମଚାରୀ: ଯାଞ୍ଚ କରିବାକୁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଦେଇ କାର୍ଯ୍ୟ କରୁଛନ୍ତି ସରକାରୀ ଅଧିକାରୀ। ଓଡ଼ିଶା ପ୍ରାଇମେରି ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓପେପା)/ ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି(ଓସେପା) ଅଧୀନରେ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ: ନିରାଶ କଲେ ଦୂତୀ

ଦୋହା,୨୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୧୭ତମ ସଂସ୍କରଣ ଦ୍ୱିତୀୟ ଦିବସରେ ପହଞ୍ଚିଛି। ପ୍ରଥମ ଦିନ ଭଳି ଦ୍ୱିତୀୟ ଦିବସରେ ମଧ୍ୟ ଭାରତୀୟ ଆଥଲେଟମାନେ ବିଫଳ…

ଭେଣ୍ଡର ବକେୟା ଶୀଘ୍ର ପ୍ରଦାନ ନେଇ ରାଷ୍ଟ୍ରାୟତ୍ତ ସଂସ୍ଥାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯-୯: ଦେଶରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ଆସନ୍ତା ମାସ ୧୫ ସୁଦ୍ଧା ଭେଣ୍ଡର…

ବୈତରଣୀରେ ଲୀନ ହେବାକୁ ବସିଛି ଧରମପୁର ଗାଁ: ସ୍ଥିତି ପରଖିଲେ ଜଳସମ୍ପଦ ବିଭାଗ ଅଧିକାରୀ, ନଦୀବନ୍ଧ ନିର୍ମାଣ ପାଇଁ ପ୍ରସ୍ତାବ

ଦଶରଥପୁର,୨୯।୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଅଧୀନ ଧରମପୁର ଗାଁ ପାର୍ଶ୍ୱ ଦେଇ ଯାଇଥିବା ବୈତରଣୀ ନଦୀ ଧିରେଧିରେ ନଦୀପଠାକୁ ଖାଇ ଚାଲିଛି। ଫଳରେ ନଦୀକୁ ଲାଗି…

ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପିସିଏ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯-୯: ରିଜର୍ଭ ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପ୍ରମ୍ପଟ କରେକ୍ଟିଭ ଆକ୍ସନ(ପିସିଏ)କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବ୍ୟାଙ୍କର ନିର୍ଦ୍ଦେଶକଙ୍କ ବିରୋଧରେ ଠକେଇ ଅଭିଯୋଗ ଆସିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ…

ଅଷ୍ଟମ ଦିନରେ ମା’ ବିରଜାଙ୍କ ଷୋଡ଼ଶୋପଚାର ପୂଜା

ଯାଜପୁର ଟାଉନ,୨୮।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଷୋଡ଼ଶୋପଚାର ପୂଜା ଶନିବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଚଳିତ ବର୍ଷ ଦୂର୍ଗାପୂଜାରେ ତିଥି କ୍ଷୟ ଯୋଗୁ ଶନିବାର…

ନାଭିଗୟାରେ ପିଣ୍ଡଦାନ କଲେ ଲକ୍ଷାଧିକ ଭକ୍ତ

ଯାଜପୁର ଟାଉନ,୨୯।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ଅଷ୍ଟାଦଶ ଶକ୍ତିପୀଠରୁ ଅନ୍ୟତମ ଶକ୍ତିପୀଠଭାବେ ସାରା ବିଶ୍ୱରେ ପରିଚିତ। ଏହି ଶକ୍ତିପୀଠରେ ନାଭିଗୟାକ୍ଷେତ୍ର ଅବସ୍ଥିତ। ତ୍ରିଗୟା ମଧ୍ୟରୁ…

ସ୍କୁଲ କାନ୍ଥ ଭୁଶୁଡ଼ି ୩ ଛାତ୍ର ମୃତ

ଜୟପୁର,୨୯ା୯(ପି.ଟି.): ରାଜସ୍ଥାନର ଉଦୟପୁର ଜିଲାରେ ପ୍ରବଳ ବର୍ଷା ଯୋଗୁ ଏକ ସରକାରୀ ସ୍କୁଲ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୩ ଛାତ୍ରୀଛାତ୍ରଙ୍କ ଶନିବାର ମୃତ୍ୟୁ ଘଟିଛି। ପାହାଡ଼ ପାଦଦେଶରେ…

ସ୍ବଚ୍ଛ, ମଳମୁକ୍ତ ଗ୍ରାମଭାବେ ପୁରସ୍କୃତ ହୋଇଥିଲା ଟାଙ୍ଗରସାହି: ପାଇଖାନା ନିର୍ମାଣ ଅର୍ଥ ନ ପାଇ ନିରାଶ ହିତାଧିକାରୀ

କାଳିଆପାଣି,୨୯।୯(ଡି.ଏନ.ଏ.)- ସୁକିନ୍ଦା ବ୍ଲକରେ ସ୍ବଚ୍ଛ ଓ ମଳମୁକ୍ତ ଗ୍ରାମଭାବେ ଉଦାହରଣ ସୃଷ୍ଟି କରିଥିବା ଟାଙ୍ଗରସାହି ଗ୍ରାମର ହିତାଧିକାରୀ ପ୍ରଶାସନର ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଗତବର୍ଷ…