ଥାଇଲ୍ୟାଣ୍ଡର ନିଆରା ସଂଗୀତ ପ୍ରତିଯୋଗିତା: ୩ ଦେଶରୁ ଗୀତ ଗାଇବାକୁ ଆସିଛନ୍ତି ପକ୍ଷୀ, ମିଳିବ ଦେଢ଼ ଲକ୍ଷ ପୁରସ୍କାର

ସଂଗୀତ ପ୍ରତିଯୋଗିତା ବିଷୟରେ ସମସ୍ତେ ଶୁଣିଛନ୍ତି ଏବଂ ଦେଖିଛନ୍ତି ମଧ୍ୟ। ଦକ୍ଷ ପ୍ରତିଯୋଗୀମାନେ ସଂଗୀତ ପ୍ରତିଯୋଗିତାରେ ଭାଗ ନେଇ ନିଜ କଳାର ପ୍ରଦର୍ଶନ କରିଥାନ୍ତି। ଏମିତି ଏକ…

ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କରିବାକୁ ନୂଆ ପଦକ୍ଷେପ: କର୍ମଚାରୀଙ୍କ ପାଇଁ ହେବ ପରିଚୟ ପତ୍ର, ଲାଗିବ ସିସିଟିଭି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶିକାର ହେଉଛନ୍ତି। ଏପରିକି ରାଜ୍ୟ ସରକାର ଡିଜିପିଙ୍କୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟର…

ଜିସିଏ ସଭାପତି ପଦରୁ ଅମିତ ଶାହାଙ୍କ ଇସ୍ତଫା

ମୁମ୍ବାଇ,୨୮।୯: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଗୁଜରାଟ କ୍ରିକେଟ ଆସୋସିଏଶନ (ଜିସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ଜିସିଏ ସଭାପତି ପଦ ଖାଲି ହୋଇଛି।…

ବର୍ଷା ଯୋଗୁ ଘୁଞ୍ଚିଲା ଦୁଇଦିନ ପରେ ଥିବା ମ୍ୟାଚ୍‌

କରାଚୀ,୨୮।୯: ଦୀର୍ଘ ୧୦ ବର୍ଷ ପରେ ଏଠାକୁ ଅନ୍ତର୍ଜାତୀୟ କ୍ରିକେଟ ଫେରିଛି। ହେଲେ ଟସ୍‌ ପଡ଼ିବା ପୂର୍ବରୁ ମ୍ୟାଚ୍‌ ବାତିଲ ହୋଇଛି। ଅତ୍ୟଧିକ ବର୍ଷା ଯୋଗୁ କେବଳ…

ପରିବହନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ଥାନାରେ ଏତଲା

ଯୋଡ଼,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡାଠାରେ ଲୁହାପଥର ପିଲେଟ ପରିବହନକୁ କେନ୍ଦ୍ର କରି ମାରପିଟ୍‌ ହୋଇଛି। ଏ ନେଇ ଥାନାରେ ଏତଲା ହୋଇଥିବା ମଧ୍ୟ…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ସକାଳୁଆ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ…

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ଆବେଦନ: ଶୁଣାଣି ଅକ୍ଟୋବର ୧ରୁ; ଗଠନ ହେଲା ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୮।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ଅକ୍ଟୋବର ୧ରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହେବ। ଏନେଇ ସାମ୍ବିଧାନିକ ପୀଠ ଗଠନ କରାଯାଇଛି। ବିଚାରପତି ଏନ୍‌.ବି.…

ପୂର୍ବତନ ବିଶ୍ୱସୁନ୍ଦରୀଙ୍କ ଅଧୁରା ସ୍ବପ୍ନ, ଫଟୋ ଶେୟାର କରି ଲେଖିଲେ ଏମିତି

ପୂର୍ବତନ ବିଶ୍ୱସୁନ୍ଦରୀ ତଥା ଅଭିନେତ୍ରୀ ସୁସ୍ମିତା ସେନ୍‌ ଦୀର୍ଘଦିନ ଧରି ବଡ଼ପରଦାରୁ ଦୂରେଇ ଯାଇଥିଲେ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସୁସ୍ମିତା ବୟଫ୍ରେଣ୍ଡ୍‌ ଏବଂ…

ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଆତଙ୍କବାଦୀ ପୋଲିସ ହାତରେ ଧରାପଡ଼ିଲେ

ଶ୍ରୀନଗର,୨୮।୯: ଏକ ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଜଣେ  ସନ୍ଦିଗ୍ଧ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ  ପୋଲିସ ହାତରେ ଧରାପଡ଼ିଛନ୍ତି। ହରିୟାଣାର ଅମ୍ବାଲାଠାରେ ଚେକିଂ ସମୟରେ ଆତଙ୍କବାଦୀଙ୍କୁ…